Advertisment

ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଆସନ୍ତା ୧୯ ଓ ୨୦ ତାରିଖରେ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ।

Advertisment

ରାଜ୍ୟରେ ବିଜେପି ସରକାର ଆସିବା ପରେ କଣ କଣ କାର୍ଯ୍ୟକ୍ରମ ହାତକୁ ନେବାକୁ ହେବ, ଲୋକଙ୍କ ପାଇଁ କଣ କାମ କରିବାକୁ ପଡିବ। ନିର୍ବାଚନ ପ୍ରତଶ୍ରୁତି ପାଳନ କିପରି ହେବ ଏସମସ୍ତ ପ୍ରସଙ୍ଗକୁ ନେଇ ଆସନ୍ତା ୧୯ ଏବଂ ୨୦ ତାରିଖରେ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବ। ଏଥିରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଦେଖନ୍ତୁ ପୂରା ରିପୋର୍ଟ । 

Advertisment
Bjp Odisha Jp Nadda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe