Advertisment

ରାଜନଗରରେ ବୈଜୟନ୍ତଙ୍କ ବିଶାଳ ରୋଡ ଶୋ’

ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ବିଜେପି ସାସଂଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ପ୍ରଚାର ।

author-image
Manoj Swain

ଜମୁଛି ନିର୍ବାଚନୀ ପ୍ରଚାର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବିଜେପିର ରୋଡ୍ ଶୋ । ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ବିଜେପି ସାସଂଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର । ଏହି ରାଲିରେ ରାଜନଗର ବିଜେପି ବିଧାୟକ ପ୍ରାର୍ଥୀ ଲଳିତ ବେହେରାଙ୍କ ସହ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଥିଲେ । 

Advertisment
Odisha Bjp Baijayant Panda