ରବି ଧାନ କିଣାରେ ଟୋକନ୍ କାମ କରୁନି, ହଜାରେ ଟଙ୍କାରେ ଚାଷୀ ବିକୁଛି ଧାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାରେ ରବି ଧାନ କିଣାରେ ବ୍ୟାପକ ଅନିୟମିତତା ଓ ଅବ୍ୟବସ୍ଥା ଯୋଗୁ ଚାଷୀ ବାଧ୍ୟ ହୋଇ କ୍ୱିଣ୍ଟାଲ ପିଛା ଏକ ହଜାର ଟଙ୍କାରେ ନିଜର ଧାନ ବିକ୍ରି କରୁଛି ବୋଲି ବିଜେପି ଅଭିଯୋଗ କରିଛି । ଚାଷୀଙ୍କୁ ଧାନର ସଠିକ୍ ସର୍ବନିମ୍ନ ମୂଲ୍ୟ ଓ ସବୁ ଚାଷୀ ଯେଭଳି ଧାନ ବିକ୍ରି କରିପାରିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ତୁରନ୍ତ ଏକ ସମୀକ୍ଷା ବୈଠକ ଡାକନ୍ତୁ ବୋଲି ବିଜେପି ଦାବି କରିଛି। ବିଜେପି ରାଜ୍ୟ କୃଷକ […]

pradeep

pradeep

Ordigital Desk
  • Published: Saturday, 29 May 2021
  • Updated: 30 May 2021, 07:16 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାରେ ରବି ଧାନ କିଣାରେ ବ୍ୟାପକ ଅନିୟମିତତା ଓ ଅବ୍ୟବସ୍ଥା ଯୋଗୁ ଚାଷୀ ବାଧ୍ୟ ହୋଇ କ୍ୱିଣ୍ଟାଲ ପିଛା ଏକ ହଜାର ଟଙ୍କାରେ ନିଜର ଧାନ ବିକ୍ରି କରୁଛି ବୋଲି ବିଜେପି ଅଭିଯୋଗ କରିଛି । ଚାଷୀଙ୍କୁ ଧାନର ସଠିକ୍ ସର୍ବନିମ୍ନ ମୂଲ୍ୟ ଓ ସବୁ ଚାଷୀ ଯେଭଳି ଧାନ ବିକ୍ରି କରିପାରିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ତୁରନ୍ତ ଏକ ସମୀକ୍ଷା ବୈଠକ ଡାକନ୍ତୁ ବୋଲି ବିଜେପି ଦାବି କରିଛି।

ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଗତ ମେ ୫ ତାରିଖରୁ ରବି ଧାନ କ୍ରୟ ପାଇଁ ରାଜ୍ୟରେ ମଣ୍ଡି ବ୍ୟବସ୍ଥା ଚାଲୁ ହୋଇଥିବାବେଳେ ଧାନ କିଣାବିକା ଆରମ୍ଭରୁ ବ୍ୟାପକ ଅବ୍ୟବସ୍ଥା ଦେଖା ଦେଇଛି । ଏହି କାରଣରୁ ଅନ୍ୟ କୌଣସି ଉପାୟ ନପାଇ ଏବେ ଖୋଲା ବଜାରରେ ମାତ୍ର ୧୦୦୦ ଟଙ୍କା ପ୍ରତି କ୍ୱିଂଟାଲରେ ଧାନ ବିକ୍ର କରିବା ପାଇଁ ଚାଷୀ ବାଧ୍ୟ ହେଉଛି। ରାଜ୍ୟ ସରକାର ଯେତେ ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକନ ଯୋଗାଇ ଦେଇଥିଲେ, ସେଥିରୁ ପାଖାପାଖି ୧୦ ରୁ ୨୦ ପ୍ରତିଶତ ଭାଗଚାଷୀଙ୍କ ଟୋକନ୍ ଲାପ୍ସ ହୋଇ ସାରିଲାଣି।

ମିଲର୍ସମାନଙ୍କ ଉପରେ ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ନଥିବାରୁ ମିଲର୍ସମାନେ ନିଜ ଇଚ୍ଛା ମୁତାବକ ମଣ୍ଡିରୁ ଧାନ ଉଠାଉଛନ୍ତି ଏବଂ ପ୍ରତି କ୍ୱିଂଟାଲରେ ୫ ରୁ ୬ କେଜି ଧାନ କଟନି ଛଟନି କରୁଛନ୍ତି। ଧାନ ସରକାର କିଣୁଛନ୍ତି ନା ମିଲର୍ସ କିଣୁଛନ୍ତି ବୋଲି ଚାଷୀଙ୍କ ମନରେ ଦ୍ୱନ୍ଦ ସୃଷ୍ଟି ହୋଇଛି। ଚାଷୀକୂଳର ବୃହତ୍ ସ୍ୱାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ସ୍ପଷ୍ଟୀକରଣ ଦେବାକୁ ଶ୍ରୀ ପୁରୋହିତ ଦାବି କରିଛନ୍ତି। ଡିପ୍ ବୋରୱେଲରେ ଚାଷୀ କରୁଥିବା ଚାଷ ଅଢେଇ ଏକର ଜମିର ଧାନ ୬୪ କ୍ୱିଂଟାଲ କିଣିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ୮୦ ପ୍ରତିଶତ ଡିପ୍ ବୋରୱେଲ ଚାଷୀଙ୍କ ଟୋକନରେ ବ୍ୟାପକ ଅବ୍ୟବସ୍ଥା ହୋଇଛି । ସରକାର ଚାଷୀଙ୍କୁ ଯୋଗାଇ ଦେଇଥିବା ଟୋକନରେ ୧ କ୍ୱିଂଟାଲ, ୨ କ୍ୱିଂଟାଲ, ୫ କ୍ୱିଂଟାଲ ଧାନ ବିକ୍ରି ପାଇଁ ଚିଠି ଆସିଥିବାରୁ ଚାଷୀମାନେ ହତାଶ ହୋଇ ପଡ଼ିଛନ୍ତି। ବରଗଡ, ବଲାଙ୍ଗୀର,ସୋନପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡା ଆଦି ବହୁ ଜିଲ୍ଲାରେ ଚାଷୀ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ୟାସ୍ ବାତ୍ୟା ଟଳିଯିବା ପରେ ଏବେ ଚାଷୀମାନଙ୍କ ଧାନ ବିକ୍ରି ମୁଖ୍ୟ ସମସ୍ୟା ହୋଇ ରାଜ୍ୟରେ ଠିଆ ହୋଇଛି । ଯଦି ପ୍ରକୃତରେ ଚାଷୀପ୍ରତି ଓଡ଼ିଶା ସରକାରଙ୍କ ଦରଦ ଅଛି, ତେବେ ମୁଖ୍ୟମନ୍ତ୍ରୀ ତୁରନ୍ତ ସମୀକ୍ଷା ବୈଠକ କରନ୍ତୁ ଏବଂ ଧାନ କିଣାବିକାରେ ଶୋଷିତ ଚାଷୀଙ୍କୁ ଏଥିରୁ ସୁରକ୍ଷା ଦେବାର ବ୍ୟବସ୍ଥା କରନ୍ତୁ ବୋଲି ଶ୍ରୀ ପୁରୋହିତ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story