Advertisment

'ବିଜେଡି ଏବେ ବାଜେ ଜନତା ଦଳ'

ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ନେତାମାନେ ଉପସ୍ଥିତ ଥିଲେ।

Advertisment

ବିଜେପିରେ ସାମିଲ ହୋଇଛନ୍ତି କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସନାୟକ। ଗତକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ସ୍ୱାଗତ କରାଯାଇଛି। ଏହି ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ନେତାମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଅଭିନେତା ଅରିନ୍ଦମ ରାୟ କଣ କହିଛନ୍ତି ଶୁଣନ୍ତୁ। 

Advertisment
Arindam Roy Bjp Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe