Advertisment

କାଲି ଆସୁଛନ୍ତି ଅରୁଣ ଗୋଭିଲ୍‌; ୨୩ରେ ଆସିବେ ନଡ୍ଡା ଓ ଯୋଗୀ

ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ତାଙ୍କର ସଭା ହେବ। ସେହିଦିନ ଅର୍ଥାତ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଯୋଗୀ ଆଦିତ୍ୟନାଥ।

BJP

BJP

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା ରାମାୟଣର ରାମ ଅରୁଣ ଗୋଭିଲ। ସେ ୪ଟି ସଭାରେ ଯୋଗଦେଇ ଲୋକ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁଭୋଟ୍‌ ଭିକ୍ଷା କରିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭାରେ ରାମ ଅରୁଣ ଗୋଭିଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Advertisment

ସେହିପରି ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ତାଙ୍କର ସଭା ହେବ। ସେହିଦିନ ଅର୍ଥାତ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଯୋଗୀ ଆଦିତ୍ୟନାଥ। ଚିଲିକା ଓ ସାଲେପୁର କୁଳିଆରେ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗୀ ଆଦିତ୍ୟନାଥ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବିଜେପିର ବଡ଼ ବଡ଼ ଷ୍ଟାର ପ୍ରଚାରକଙ୍କ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ବିଜେପି କର୍ମକର୍ତ୍ତା।

Bjp General Election 2024 General Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe