Advertisment

କାନ୍ଦି କାନ୍ଦି ବିଜେପି ଛାଡ଼ିଲେ କାଳୁ ଖଣ୍ଡାୟତରାୟ

କାଳୁ ଖଣ୍ଡାୟତରାୟ ସାମ୍ବାଦିକ ସମ୍ମିଳନୀ କରି ସ୍ୱାଧୀନ ଭାବେ ଖୋର୍ଦ୍ଧା ବିଧାନସଭା ଆସନରୁ ଲଢିବେ ବୋଲି ଘୋଷଣା କରିଛନ୍ତି।

Advertisment

ବିଜେପି ଛାଡିଲେ କାଳୁ ଖଣ୍ଡାୟତରାୟ। ଖୋର୍ଦ୍ଧାରୁ ଟିକେଟ ନପାଇ ଅସନ୍ତୁଷ୍ଟ ଥିଲେ କାଳୁ ଖଣ୍ଡାୟତରାୟ। ସେ ସାମ୍ବାଦିକ ସମ୍ମିଳନୀ କରି ସ୍ୱାଧୀନ ଭାବେ ଖୋର୍ଦ୍ଧା ବିଧାନସଭା ଆସନରୁ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
2024 General Election Bjp Khordha Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe