ଆଇଏଏସ୍ ଚାକିରିରୁ ଭିକେ ପାଣ୍ଡିଆନ୍ ଭିଆରଏସ୍ ନେବା ପରେ କ୍ୟାବିନେଟ୍ ପାହ୍ୟା ସହ ନବୀନ ଓଡ଼ିଶା ଓ 5Tର ଅଧ୍ୟକ୍ଷ ନିଯୁକ୍ତିକୁ କଡ଼ା ସମାଲୋଚନା କରିଛନ୍ତି ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ । ସେ କହିଛନ୍ତି, 'ଆପଣ ହଜାରେ ମଠ ମନ୍ଦିର ତିଆରି କରିକି, ଯଦି ଓଡ଼ିଶା ବାସୀଙ୍କ ସାମଗ୍ରିକ ସ୍ବାସ୍ଥ୍ୟ ଖରାପ ହୋଇଗଲା, ତାହେଲେ ତାକୁ ବିକାଶର ନମୁନା ବୋଲି କୁହାଯିବ ନାହିଁ, 2024ରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହେବନାହିଁ।' ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।