ବୀମା ଜାଲିଆତି, ଏଚଡିଏଫସି କମ୍ପାନୀରୁ ୧୦୦କୋଟି ଟଙ୍କା ଚାନ୍ଦା ବିଜେଡି ନେଇଛି: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ଫସଲବୀମା ଟଙ୍କା ଯୋଗାଇବାରେ ଏଚଡିଏଫସି ବୀମା କମ୍ପାନୀ ଓଡ଼ିଶାରେ ବ୍ୟାପକ ଜାଲିଆତି କରିଛି । ଦଳୀୟ ଚାନ୍ଦା ଆକାରରେ ଏହି ବୀମା କମ୍ପାନୀରୁ ୧୦୦କୋଟି ବିଜେଡି ନେଇଛି ବୋଲି ବିଜେପି ସଙ୍ଗୀନ ଅଭିଯୋଗ ଆଣିଛି । ବାରମ୍ବାର ଦାବି ସତ୍ତ୍ୱେ ସରକାରଙ୍କ ସହ ସଲାସୁତରା କରି ଏହି ବୀମା କମ୍ପାନୀ ଚାଷୀଙ୍କୁ ସେମାନଙ୍କ ବୀମା ପ୍ରାପ୍ୟ ଦେଉନଥିବାରୁ ତା’ର ପ୍ରତିବାଦରେ ଆସନ୍ତା ୧୬ତାରିଖରେ ବରଗଡ଼ ଜିଲ୍ଲାର ସମସ୍ତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୨ଘଂଟିଆ […]

BJP

BJP

Ordigital Desk
  • Published: Thursday, 14 July 2022
  • Updated: 14 July 2022, 09:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ଫସଲବୀମା ଟଙ୍କା ଯୋଗାଇବାରେ ଏଚଡିଏଫସି ବୀମା କମ୍ପାନୀ ଓଡ଼ିଶାରେ ବ୍ୟାପକ ଜାଲିଆତି କରିଛି । ଦଳୀୟ ଚାନ୍ଦା ଆକାରରେ ଏହି ବୀମା କମ୍ପାନୀରୁ ୧୦୦କୋଟି ବିଜେଡି ନେଇଛି ବୋଲି ବିଜେପି ସଙ୍ଗୀନ ଅଭିଯୋଗ ଆଣିଛି । ବାରମ୍ବାର ଦାବି ସତ୍ତ୍ୱେ ସରକାରଙ୍କ ସହ ସଲାସୁତରା କରି ଏହି ବୀମା କମ୍ପାନୀ ଚାଷୀଙ୍କୁ ସେମାନଙ୍କ ବୀମା ପ୍ରାପ୍ୟ ଦେଉନଥିବାରୁ ତା’ର ପ୍ରତିବାଦରେ ଆସନ୍ତା ୧୬ତାରିଖରେ ବରଗଡ଼ ଜିଲ୍ଲାର ସମସ୍ତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୨ଘଂଟିଆ ଧାରଣା ଦିଆଯିବ ବୋଲି ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି ।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ପୁରୋହିତ ଅଭିଯୋଗ କରିଛନ୍ତି ଯେ, ଦୀର୍ଘଦିନ ଧରି କୃଷକମାନଙ୍କ ଆନ୍ଦୋଳନ ଓ ବରଗଡ଼ ଜିଲ୍ଲା ପ୍ରଶାସନର ପ୍ରତିଶ୍ରୁତି ସତ୍ତ୍ୱେ୍ୱ ଏଚଡିଏଫସି ଏଗ୍ରୋ ବୀମା କମ୍ପାନୀ ୨୦୨୧-୨୨ବର୍ଷର ପ୍ରଧାନମନ୍ତ୍ରୀ ଫସଲବୀମା ଟଙ୍କା ଚାଷୀଙ୍କୁ ଯୋଗାଇ ଦେବାରେ ଟାଳଟୂଳ ନୀତି ଅବଲମ୍ବନ କରୁଛି । ଏହି ପ୍ରସଙ୍ଗରେ ଚାଷୀଙ୍କୁ ପ୍ରାପ୍ୟ ଦେବା ଦିଗରେ ସରକାର ପଦକ୍ଷେପ ନନେଇ ନିରବ ରହି ପରୋକ୍ଷରେ କମ୍ପାନୀକୁ ଫାଇଦା ଦେବାକୁ ଉଦ୍ୟମ କରୁଥିବାରୁ ତାକୁ ନେଇ ଅନେକ ପ୍ରଶ୍ନ ଉଠିଛି । ଗତ ତ୍ରିସ୍ତରୀୟ ପଂଚାୟତ ଓ ପୌର ନିର୍ବାଚନ ପାଇଁ ବିଜୁ ଜନତା ଦଳ ସଂପୃକ୍ତ କମ୍ପାନୀଠାରୁ ୧ଶହ କୋଟି ଟଙ୍କା ଦଳୀୟ ପାଣ୍ଠି ସଂଗ୍ରହ କରିଥିବାରୁ ରାଜ୍ୟ ସରକାର ଚାଷୀଙ୍କୁ ସମର୍ଥନ ନକରି ବୀମା କମ୍ପାନୀ ସପକ୍ଷରେ କେନ୍ଦ୍ରକୁ ଚିଠି ଲେଖିବା ଦୁର୍ଭାଗ୍ୟଜନକ ବୋଲି ଶ୍ରୀ ପୁରୋହିତ ଅଭିଯୋଗ କରିଛନ୍ତି ।

ଯେଉଁ ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲବୀମା ପାଇଁ ପଞ୍ଜିକୃତ କରିଛନ୍ତି ସେମାନେ ସମସ୍ତେ ପ୍ରଧାନମନ୍ତ୍ରୀ ଫସଲବୀମା ଟଙ୍କା ନପାଇବା ପର୍ଯ୍ୟନ୍ତ ଚାଷୀଙ୍କ ହକ୍ ପାଇଁ ବ୍ୟାପକ ବିଜେପି କୃଷକ ମୋର୍ଚ୍ଚା ଆନ୍ଦୋଳନ କରିବ । ଗତକାଲି ବରଗଡ଼ କୃଷି ବିଭାଗର ଉପନିର୍ଦ୍ଦେଶକ କାର୍ଯ୍ୟାଳୟରେ ତାଲାବନ୍ଦ ଆନ୍ଦୋଳନ ପରେ ଆସନ୍ତା ୧୬ ତାରିଖରେ ବରଗଡ ଜିଲ୍ଲାର ସମସ୍ତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୨ଘଂଟିଆ ଧାରଣା ଦିଆଯିବ । ଆସନ୍ତା ୧୮ ତାରିଖରେ ବିଭିନ୍ନ କୃଷକ ସଙ୍ଗଠନ ଦ୍ୱାରା ପଦ୍ମପୁର ସବଡିଭିଜନ ବନ୍ଦ ପାଳନ କରାଯିବ ବୋଲି ସୂଚନା ଦେଇଛନ୍ତି ।

ଏହାସହିତ ଏଚଡିଏଫସି ବୀମା କମ୍ପାନୀକୁ ରାଜ୍ୟ ସରକାର ତୁରନ୍ତ କଳା ତାଲିକାଭୁକ୍ତ କରନ୍ତୁ ଓ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ଫସଲବୀମା ପାଇଁ ଏହି କମ୍ପାନୀ ସହ ଓଡ଼ିଶା ସରକାର ଚୁକ୍ତିପତ୍ର ସ୍ୱାକ୍ଷର କରନ୍ତୁ ନାହିଁ । ଏହାସହିତ ପଦ୍ମପୁର ସବଡିଭିଜନକୁ ମରୁଡ଼ି ଘୋଷଣା କରି ରାଜ୍ୟ ସରକାର ଚାଷୀମାନଙ୍କୁ ଏକ ସ୍ୱତନ୍ତ୍ର ପ୍ୟାକେଜ ଦେବାକୁ ବିଜେପି ଦାବି କରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story