Advertisment

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ ପାଇଁ ହୋଇଥିଲା କି ବଡ଼ ଷଡ଼ଯନ୍ତ୍ର ?

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯିବା ପୂର୍ବରୁ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲା ବିଜେପି । ସେପଟେ ଏହି ଘଟଣାକୁ ଶାସକ ଦଳର ଯୋଜନାବଦ୍ଧ ଷଡ଼ଯନ୍ତ୍ର ବୋଲି ଦର୍ଶାଇଛି ଖୋର୍ଦ୍ଧା ବିଜେପି।

Advertisment

ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ ଘଟଣାକୁ ନେଇ ଉଠିଛି ବଡ଼ ପ୍ରଶ୍ନ। ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯିବା ପୂର୍ବରୁ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲା ବିଜେପି । ସେପଟେ ଏହି ଘଟଣାକୁ ଶାସକ ଦଳର ଯୋଜନାବଦ୍ଧ ଷଡ଼ଯନ୍ତ୍ର ବୋଲି ଦର୍ଶାଇଛି ଖୋର୍ଦ୍ଧା ବିଜେପି। ଜଗଦ୍ଦେବ ବିଜେଡି ଛାଡ଼ି ବିଜେପିରେ ମିଶିବା ପରଠୁ ଶାସକ ଦଳ ତାଙ୍କ ବିରୋଧରେ ବିଭିନ୍ନ ସମୟରେ ଚକ୍ରାନ୍ତ ଚଳାଇଛନ୍ତି ବୋଲି ଅଭିଯୋଗ କରିଛି ବିଜେପି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
2024 General Election Bjp Odisha Prasant Jagadev
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe