୧୫ ପର୍ଯ୍ୟନ୍ତ ଧାନମଣ୍ଡି ଖୋଲୁ: ବିଜେପିର ଧାରଣା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିଜେପି ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମସ୍ତ ପଞ୍ଜିକୃତ ଚାଷୀଙ୍କଠୁ ଧାନ କିଣିବା ଦାବିରେ ବିଜେପି ପକ୍ଷରୁ ଆଜି ରାଜ୍ୟବ୍ୟାପୀ ପ୍ରତିବାଦ ସହ ଯୋଗାଣ ନିଗମ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇ ଥିବାବେଳେ ବିଜେପି ବିଧାୟକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ହସ୍ତକ୍ଷେପ ଦାବି କରିଛନ୍ତି। ଆସନ୍ତା ୧୫ଦିନ ପର୍ଯ୍ୟନ୍ତ ଧାନ ମଣ୍ଡି ଖୋଲିବା ପାଇଁ ବିଜେପି ବିଧାୟକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ବିଜେପି ବିଧାୟକମାନେ ଅଭିଯୋଗ କରିଛନ୍ତି ଯେ, ରାଜ୍ୟରେ ରବି ଫସଲ ଧାନ କିଣା […]

pradeep-purohit

pradeep-purohit

Ordigital Desk
  • Published: Thursday, 01 July 2021
  • Updated: 01 July 2021, 09:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମସ୍ତ ପଞ୍ଜିକୃତ ଚାଷୀଙ୍କଠୁ ଧାନ କିଣିବା ଦାବିରେ ବିଜେପି ପକ୍ଷରୁ ଆଜି ରାଜ୍ୟବ୍ୟାପୀ ପ୍ରତିବାଦ ସହ ଯୋଗାଣ ନିଗମ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇ ଥିବାବେଳେ ବିଜେପି ବିଧାୟକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ହସ୍ତକ୍ଷେପ ଦାବି କରିଛନ୍ତି।

ଆସନ୍ତା ୧୫ଦିନ ପର୍ଯ୍ୟନ୍ତ ଧାନ ମଣ୍ଡି ଖୋଲିବା ପାଇଁ ବିଜେପି ବିଧାୟକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ବିଜେପି ବିଧାୟକମାନେ ଅଭିଯୋଗ କରିଛନ୍ତି ଯେ, ରାଜ୍ୟରେ ରବି ଫସଲ ଧାନ କିଣା ଅତ୍ୟନ୍ତ ଅବ୍ୟବସ୍ଥିତ ହୋଇଛି। ଗତ ଖରିଫ ଫସଲ ସିଜନ ସମୟରୁ ସରକାରଙ୍କ ପରିଚାଳନାଗତ ଭୁଲ୍ ଯୋଗୁଁ ବିଭିନ୍ନ ସମସ୍ୟା ଦେଖାଦେଇଥିଲା।

ବିଧାନସଭାରେ ବିଜେପି ବିଧାୟକମାନ ଏହି ପ୍ରସଙ୍ଗ ଉଠାଇବା ସତ୍ତ୍ୱେ ସରକାର ଏଥି ପ୍ରତି ଦୃଷ୍ଟି ଦେଲେ ନାହିଁ। ଟୋକନ ବ୍ୟବସ୍ଥା, ଯୋଗାଣ ନିଗମ ତଥା ଜିଲ୍ଲା ଧାନକ୍ରୟ ବ୍ୟବସ୍ଥାରେ ତାଳମେଳ ଅଭାବ ଥିବାରୁ ଚାଷୀଙ୍କ ଠାରୁ ଧାନ କିଣାଯାଇ ପାରୁ ନାହିାଁ ଧାନ କିଣାର ସଂପୂର୍ଣ୍ଣ ବ୍ୟବସ୍ଥା ମିଲରମାନଙ୍କ ଦ୍ୱାରା ପରିଚାଳିତ ହେଉଛି। ଚାଷୀ ଟୋକନ ପାଇ ମଧ୍ୟ ଧାନ ବିକ୍ରି କରିପାରୁ ନାହିଁ । ରବି ଫସଲର ଧାନ କ୍ରୟ ପାଇଁ ରାଜ୍ୟର ସମସ୍ତ ମଣ୍ଡିକୁ ଜୁଲାଇ ୧୫ ପର୍ଯ୍ୟନ୍ତ ଖୋଲା ରଖିବାକୁ ଦଳର ବିଧାୟକମାନେ ଦାବି କରିଛନ୍ତି।

ଅନ୍ୟପକ୍ଷରେ ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି ଯେ, ସାରା ରାଜ୍ୟରେ ହଜାର ହଜାର ସଂଖ୍ୟାରେ ଚାଷୀଙ୍କ ପାଖରେ ଧାନ ବିକ୍ରି ନହୋଇପାରି ସ୍ଥାନୀୟ ମଣ୍ଡିଗୁଡିକରେ ପଡିରହିଛି। ସରକାରଙ୍କ ତରଫରୁ ଟୋକନ ବ୍ୟବସ୍ଥାରେ ଧାନ ବିକ୍ରି ପାଇଁ ଥିବା ବିଧି ବ୍ୟବସ୍ଥାରେ ପ୍ରାୟ ୫ ହଜାର ଚାଷୀଙ୍କ ଟୋକନ ଲ୍ୟାପସ୍ ହେବା କାରଣରୁ ସେମାନଙ୍କ ଧାନ ମଣ୍ଡିରେ ପଡିରହିଛି। ଏଥିପାଇଁ ଯେତେ ସଂଖ୍ୟାରେ ଚାଷୀ ପଞ୍ଜୀକରଣ କରିଥିଲେ ଟୋକନ ନଦେବା କାରଣରୁ ସେମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହୋଇ ଖୋଲା ବଜାରରେ କ୍ୱିଂଟାଲ ପିଛା ୧ ହଜାର ଟଙ୍କାରେ ଧାନବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି।

ଟୋକନ୍ ପାଇଥିବା ଚାଷୀ ମଣ୍ଡିରେ ଧାନବିକ୍ରି କଲାବେଳେ ମିଲର୍ସମାନେ ମନଇଚ୍ଛା କ୍ୱିଂଟାଲ ପିଛା ୮/୧୦ କେଜି କଟନୀ ଛଟନୀ କରି ଚାଷୀଙ୍କୁ ଶୋଷଣ କରୁଛନ୍ତି। ଚଳିତ ରବି ଋତୁରେ ସରକାର ଟୋକନର ଅବଧି ମାତ୍ର ୧୨ ଦିନ କରିଦେଇଥିବାରୁ ଅନେକ ଚାଷୀଙ୍କ ଟୋକନ୍ ଲ୍ୟାପସ ହୋଇଛି। ମଣ୍ଡିରେ ପଡିଥିବା ଧାନ ଗଦା ହେବାର ଦୃଶ୍ୟ ପ୍ରତିଦିନ ଗଣମାଧ୍ୟମରେ ପ୍ରସାରଣ କରୁଛି। ଏପରି ଅବ୍ୟବସ୍ଥା ବିରୁଦ୍ଧରେ ରାଜ୍ୟ କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟ ଯୋଗାଣ ନିଗମ ଆଗରେ ଧାରଣା ଦିଆଯିବା ସହ ତୁରନ୍ତ ବାକି ଥିବା ଧାନକୁ କିଣିବା ପାଇଁ ଦାବି କରାଯାଇଥିଲା।

ଜୁନ୍ ୩୦ ତାରିଖ ସୁଦ୍ଧା ଧାନ ସବୁ କିଣାଯିବ ବୋଲି ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ପ୍ରତିଶ୍ରୁତି ଦେବା ପରେ ବି ଏଯାବତ୍ ମଣ୍ଡିରୁ ଗୋଟିଏ ବସ୍ତା ଧାନ ଉଠିଲା ନାହିଁ। ପଞ୍ଜିକୃତ ଚାଷୀ ଏବଂ ଅକାମୀ ହୋଇଥିବା ଟୋକନରେ ସମସ୍ତ ଧାନ କିଣିବା ଦାବିରେ ଆଜି ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ସମସ୍ତ ଧାନମଣ୍ଡି ଏବଂ ସିଏସଓ ଅଫିସ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି। ଆଗାମୀ ଦିନରେ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣାନଗଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ଶ୍ରୀ ପୁରୋହିତ ଚେତାବନୀ ଦେଇଛନ୍ତି । ଆଜି ଦଳର ବରିଷ୍ଠ ନେତାଙ୍କ ନେତୃତ୍ୱରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ଘେରାଉ ଓ ରାସ୍ତାରୋକ କାର୍ଯ୍ୟକ୍ରମ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story