Advertisment

ମାହାଙ୍ଗାରେ ବୈଜୟନ୍ତଙ୍କ ବିଶାଳ ରୋଡ଼ ଶୋ’

ଏହି ରାଲିରେ ମାହାଙ୍ଗାର ବିଜେପି ବିଧାୟକ ପ୍ରାର୍ଥୀ ସୁମନ୍ତ ଘଡେଇଙ୍କ ସହ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

ଅଦ୍ୟତନ ହୋଇଛି
Advertisment

ମାହାଙ୍ଗାରେ ବିଜେପିର ବିଶାଳ ରୋଡ୍ ଶୋ। ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର। ଏହି ରାଲିରେ ମାହାଙ୍ଗାର ବିଜେପି ବିଧାୟକ ପ୍ରାର୍ଥୀ ସୁମନ୍ତ ଘଡେଇଙ୍କ ସହ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

Advertisment
Bjp Baijayant Panda Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe