Advertisment

'ବିଜେପି ସରକାରକୁ ଆସିଲେ ଧାନ କ୍ୱିଣ୍ଟାଲ ୩୧୦୦ କରିବୁ'

ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ସଂକଳ୍ପପତ୍ର’ ଉନ୍ମୋଚନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା।

Advertisment

ଆଜି ଉନ୍ମୋଚିତ ହୋଇଛି ବିଜେପି ସଂକଳ୍ପପତ୍ର। ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ସଂକଳ୍ପପତ୍ର’ ଉନ୍ମୋଚନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ‘ସଂକଳ୍ପପତ୍ର’ ଉନ୍ମୋଚନ ପରେ ଜେପି ନଡ୍ଡା କହିଛନ୍ତି, ଚାଷୀଙ୍କଠାରୁ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣିବୁ। ଚାଷୀଙ୍କୁ ଧାନ କ୍ରୟର ୪୮ ଘଣ୍ଟା ମଧ୍ୟରେ ପଇସା ମିଳିଯିବ। 

Advertisment
Bjp Odisha Jp Nadda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe