କାଲି ଆସୁଛନ୍ତି ନଡ୍ଡା ଦେବେ ବଡ଼ ଟାସ୍କ! | Odisha Reporter
Advertisment
ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ବିଜେପିର ବିଭିନ୍ନ ସ୍ଥାନରେ ଚାଲିଥିବା ସଦସ୍ୟତା ଅଭିଯାନ ନେଇ ପରାମର୍ଶ ଦେବେ। ଆସନ୍ତାକାଲି ଅପରାହ୍ନରେ ଜେ.ପି ନଡ୍ଡା ସୁଆଣ୍ଡୋ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us