ବରଗଡ଼ ଜିଲ୍ଲାର ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାର ୨ଦିନ ବିତିଲାଣି । ପଶ୍ଚିମଓଡ଼ିଶା ସମେତ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି । ଏହି ଘଟଣାରେ ବିଜେଡି ନେତା ସୁଶାନ୍ତ ସିଂ ସିଧାସଳଖ ପୁଲିସକୁ ଦାୟୀ କରିଛନ୍ତି । ପୁଲିସ ମଦ ପିଇ ବନ୍ଧୁକ ଦେଖାଇବାରୁ ଏସବୁ ଘଟିଛି ବୋଲି ସୁଶାନ୍ତ କହିଥିବାବେଳେ ବିରୋଧୀ କଂଗ୍ରେସ ଓ ବିଜେପି ଏହି ଘଟଣାରେ ସୁଶାନ୍ତଙ୍କ ସମ୍ପୃକ୍ତିର ଅଭିଯୋଗ କରିଛନ୍ତି । ରାଜ୍ୟର ପୁଲିସ ବ୍ୟବସ୍ଥା ଉପରେ ସୁଶାନ୍ତ ସିଂ ଅଙ୍ଗୁଳି ନିର୍ଦ୍ଦେଶ କଲାପରେ ବି ପଙ୍ଗୁ ସାଜି ପୁଲିସ ନିରବ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଇଭିଏମ୍ ପ୍ରସଙ୍ଗରେ କଂଗ୍ରେସର ସାଥ ଦେଲେନି ଓମାର ଅବଦୁଲ୍ଲା
ଆଶା ଅନୁଯାୟୀ ଫଳାଫଳ ନମିଳିଲେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇବା ଭୁଲ୍ ବୋଲି କହିଲେ ଓମାର ଅବଦୁଲ୍ଲା। କଂଗ୍ରେସକୁ କଲେ ସମାଲୋଚନା।
Politics
ମହାରାଷ୍ଟ୍ରରେ ଛିଡ଼ିଲା ଅଙ୍କ; ମନ୍ତ୍ରୀ ଭାବେ ଶପଥ ନେଲେ ୩୯ ବିଧାୟକ
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାଗପୁରରେ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ। ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ ବୋଲି ମିଳିଛି ସୂଚନା।
Politics
‘ଆଉ କେହି ନବୀନ ବାବୁଙ୍କୁ ଛାଡ଼ିବେନି’
‘ବିଜେପିର ରାଜ୍ୟସଭାରେ ସଂଖ୍ୟା ନାହିଁ। ତେଣୁ ସେମାନେ ଏଭଳି କାମ କରୁଛନ୍ତି।’
Politics
‘ଯେଉଁମାନେ ଦଳ ପାଇଁ କିଛି କରି ନାହାନ୍ତି, ସେମାନେ ଖସୁଛନ୍ତି’
ତୃଣମୂଳ ସ୍ତରରେ ବିଜେଡି ଏବେ ବି ସୁଦୃଢ଼ ରହିଛି ବୋଲି କହିଛନ୍ତି ପୂର୍ବତନ ବିଧାୟକ ସୁଧୀର ସାମଲ।
Politics
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସାଂସଦ-ବିଧାୟକ କଥା କଟାକଟି
ସ୍ଥିତିକୁ ମୁଖ୍ୟମନ୍ତ୍ରୀ ସମ୍ଭାଳିନେବା ସହିତ ଜଗନ୍ନାଥ ସାଗରର ବିକାଶ ନେଇ ଦେଇଥିଲେ ପ୍ରତିଶ୍ରୁତି।