ଅମୃତ କଳସ ଧରି ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି ବିଜେପି କାର୍ଯ୍ୟକର୍ତ୍ତା। ୩୧୪ ବ୍ଲକରୁ ୩୧୪ ଅମୃତ କଳସ ଧରି ବିଜେପିର ୬୩୦ କାର୍ଯ୍ୟକର୍ତ୍ତା ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରୁ ମାଷ୍ଟର କ୍ୟାଣ୍ଟିନ ଯାଏ ଶୋଭାଯାତ୍ରା କରି ଏକ ସ୍ୱତନ୍ତ୍ର ଟ୍ରେନରେ ଦିଲ୍ଲୀ ଯିବେ।
ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅମୃତ କଳସ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ରାଜ୍ୟ ସବୁ ବ୍ଲକ ଏବଂ ପଞ୍ଚାୟତରେ ମାଟି ସଂଗ୍ରହ କରିଥିଲା ଦଳ।
Also Read
ଅମୃତ କଳସ ଯାତ୍ରା’ ଜାତୀୟ ବୀରମାନଙ୍କ ପାଇଁ ଏକ ପବିତ୍ର ଶ୍ରଦ୍ଧାଞ୍ଜଳି । ଯେଉଁମାନେ ଦେଶ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ସେମାନଙ୍କୁ ସମ୍ମାନ ପାଇଁ 'ମେରୀ ମାଟି ମେରା ଦେଶ' (MMMD) ଅଭିଯାନ ମାଧ୍ୟମରେ ବୀର ମାନଙ୍କ ଜନ୍ମ ସ୍ଥାନରୁ ମାଟି ସଂଗ୍ରହ ହୋଇଥିଲା । ୩୧ ତାରିଖରେ କର୍ତ୍ତବ୍ୟପଥରେ ‘ଅମୃତ ବାଟିକା’ ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Politics
‘ପାର୍ଟି ଧୀରେ ଧୀରେ ବନ୍ଦ ହୋଇଗଲାଣି, ଏବେ ହୋଟେଲ ଚଲେଇବେ’
ପାର୍ଟିର କାମ ଆଉ କିଛି ନାହିଁ। ତେଣୁ ସେମାନେ ସେଟାକୁ ହୋଟେଲରେ ପରିଣତ କରି ଦେଲେ। କ’ଣ ହୋଇଗଲା ସେଠୁ? ବିଚରାମାନଙ୍କୁ ଧନ୍ୟବାଦ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।