ଜେ.ପି. ନଡ୍ଡାଙ୍କୁ ସମ୍ବଲପୁର ହିଂସା ସମ୍ପର୍କିତ ରିପୋର୍ଟ ଦେଲେ ବିଜେପି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ରାଜ୍ୟସଭା ସାଂସଦ ତଥା ପୂର୍ବତନ ପୁଲିସ୍‌ ଡିଜି ବ୍ରିଜଲାଲଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ ଗତ ମେ ୨ ତାରିଖରେ ସମ୍ବଲପୁର ଗସ୍ତରେ ଆସିଥିଲେ। ସେମାନେ ହିଂସାଗ୍ରସ୍ତ ସ୍ଥାନ ବୁଲିବା ସହ ମୃତକ ଚନ୍ଦ୍ରମଣି ମିର୍ଦ୍ଦାଙ୍କ ଭେଟିବାକୁ ତାଙ୍କ ଗାଁ ଝାରମୁଣ୍ଡା ଯାଇଥିଲେ।

BJP PhotoOR

ଜେପି ନଡ୍ଡାଙ୍କୁ ଦାବିପତ୍ର ପ୍ରଦାନ କରାଯାଉଛି

Manoranjan Sial
  • Published: Tuesday, 09 May 2023
  • Updated: 09 May 2023, 08:08 PM IST

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସମ୍ବଲପୁର ହିଂସା ସମ୍ପର୍କିତ ନିଜ ରିପୋର୍ଟ ପ୍ରଦାନ କଲା ବିଜେପି କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ବିଜେପିର ୩ ଜଣିଆ ଟିମ୍‌ ଆଜି ନୂଆଦିଲ୍ଲୀରେ ଅଧ୍ୟକ୍ଷ ନଡ୍ଡାଙ୍କୁ ଭେଟି ରିପୋର୍ଟ ପ୍ରଦାନ କରିଛନ୍ତି।

Also Read

ରାଜ୍ୟସଭା ସାଂସଦ ତଥା ପୂର୍ବତନ ପୁଲିସ୍‌ ଡିଜି ବ୍ରିଜଲାଲଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ ଗତ ମେ ୨ ତାରିଖରେ ସମ୍ବଲପୁର ଗସ୍ତରେ ଆସିଥିଲେ। ସେମାନେ ହିଂସାଗ୍ରସ୍ତ ସ୍ଥାନ ବୁଲିବା ସହ ମୃତକ ଚନ୍ଦ୍ରମଣି ମିର୍ଦ୍ଦାଙ୍କ ଭେଟିବାକୁ ତାଙ୍କ ଗାଁ ଝାରମୁଣ୍ଡା ଯାଇଥିଲେ। ସେଠି ତାଙ୍କ ଘର ତାଲା ପଡ଼ିଥିବା ଦେଖିବାକୁ ପାଇଥିଲେ। ସେହିପରି ସେମାନେ ଯୁଜୁମୁରା ବ୍ଲକ୍‌ ଭବାନୀପାଲି ଗାଁର ଆହତ କାଳିଆ ଶିଖାଙ୍କ ଘରକୁ ଯାଇ କଥା ହୋଇଥିଲେ। ଏହାପରେ ସମ୍ବଲପୁର ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କ ସହ ପୁଲିସ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ଟିମ୍ ସଦସ୍ୟ।

ସମ୍ବଲପୁର ହିଂସା ପୂର୍ବ ପ୍ରାୟୋଜିତ ଥିଲା ବୋଲି ବିଜେପି ଟିମ୍‌ର ନେତୃତ୍ୱ ନେଉଥିବା ବ୍ରିଜଲାଲ ସେତେବେଳେ ଗଣମାଧ୍ୟମକୁ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story