Advertisment

କାହିଁକି ପ୍ରଦୀପଙ୍କ ଉପରେ ହେଲା ଆକ୍ରମଣ ?

ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ।

Advertisment

ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା। ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ଆହତ ହୋଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି ହୋଇଥିଲେ। 

Advertisment
Berhampur Pradeep Panigrahi Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe