ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ପ୍ରତିକିୟା ଦେବା ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କରେ ଭୁଲବଶତଃ ଏକ ଶବ୍ଦ ତାଙ୍କ ପାଟିରୁ ବାହାରି ଯାଇଥିଲା। ଯାହାକୁ ନେଇ ବିବାଦ ଉପୁଜିଥିଲା। ଏହାକୁ ନେଇ ସ୍ପଷ୍ଟୀକଣ ରଖିଛନ୍ତି ସମ୍ବିତ ପାତ୍ର। ଏମିତିକି ଉକ୍ତ ଭୁଲ ପାଇଁ ମହାପ୍ରଭୁଙ୍କ ଚରଣରେ ଦଣ୍ଡବତ ହୋଇ କ୍ଷମା ମାଗୁଛି ବୋଲି ସମ୍ବିତ ସୋଶୋଲ୍ ମିଡିଆ ‘ଏକ୍ସ’ରେ ପ୍ରତିକିୟା ରଖିଛନ୍ତି। ଏହାସହ ଏଭଳି ଭୁଲର ପଶ୍ଚାତାପ ପାଇଁ ୩ ଦିନ ଉପବାସ ରହିବେ ବୋଲି ମଧ୍ୟ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେବା ସହ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।