ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ପ୍ରତିକିୟା ଦେବା ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କରେ ଭୁଲବଶତଃ ଏକ ଶବ୍ଦ ତାଙ୍କ ପାଟିରୁ ବାହାରି ଯାଇଥିଲା। ଯାହାକୁ ନେଇ ବିବାଦ ଉପୁଜିଥିଲା। ଏହାକୁ ନେଇ ସ୍ପଷ୍ଟୀକଣ ରଖିଛନ୍ତି ସମ୍ବିତ ପାତ୍ର। ଏମିତିକି ଉକ୍ତ ଭୁଲ ପାଇଁ ମହାପ୍ରଭୁଙ୍କ ଚରଣରେ ଦଣ୍ଡବତ ହୋଇ କ୍ଷମା ମାଗୁଛି ବୋଲି ସମ୍ବିତ ସୋଶୋଲ୍ ମିଡିଆ ‘ଏକ୍ସ’ରେ ପ୍ରତିକିୟା ରଖିଛନ୍ତି। ଏହାସହ ଏଭଳି ଭୁଲର ପଶ୍ଚାତାପ ପାଇଁ ୩ ଦିନ ଉପବାସ ରହିବେ ବୋଲି ମଧ୍ୟ କହିଛନ୍ତି।
ଭୁଲର ପଶ୍ଚାତାପ ପାଇଁ ୩ ଦିନ ଉପବାସ ରହିବି: ସମ୍ବିତ ପାତ୍ର
ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ପ୍ରତିକିୟା ଦେବା ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କରେ ଭୁଲବଶତଃ ଏକ ଶବ୍ଦ ତାଙ୍କ ପାଟିରୁ ବାହାରି ଯାଇଥିଲା। ଯାହାକୁ ନେଇ ବିବାଦ ଉପୁଜିଥିଲା।
`ଭୁଲ ପାଇଁ ୩ ଦିନ ଉପାସ’|BJP\'s Sambit Patra Apologises for his \'Jagannath is Modi\'s Bhakt\' Comment |OR