ଛତିଶଗଡ଼ରେ ବିଜେପିର ବିଜୟ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ?

ବିଷ୍ଣୁଦେଓ ସାଏ ଆଜି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

Manoj Swain
  • Published: Wednesday, 13 December 2023
  • Updated: 13 December 2023, 05:33 PM IST

Sports

Latest News

ବିଷ୍ଣୁଦେଓ ସାଏ ଆଜି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ସେହିପରି ଅରୁଣ ସାଓ ଓ ବିଜୟ ଶର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ବିଷ୍ଣୁଦେଓ ସାଏ ଛତିଶଗଡ଼ର ଚତୁର୍ଥ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେ ଜଣେ ଆଦିବାସୀ ନେତା। ୧୯୯୦ରୁ ବିଜେପିର ପ୍ରମୁଖ ଆଦିବାସୀ ଚେହେରା ବନିଥିବା ବିଷ୍ଣୁଦେଓ ସାଏ ଦଳର ଅନେକ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି କାର୍ଯ୍ୟ କରିଛନ୍ତି। ତେବେ ଛତିଶଗଡ଼ରେ ବିଜେପିର ବିଜୟ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ?

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos