ଛତିଶଗଡ଼ରେ ବିଜେପିର ବିଜୟ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ?

  • Published: Wednesday, 13 December 2023
  • , Updated: 13 December 2023, 05:33 PM IST

ବିଷ୍ଣୁଦେଓ ସାଏ ଆଜି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ସେହିପରି ଅରୁଣ ସାଓ ଓ ବିଜୟ ଶର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ବିଷ୍ଣୁଦେଓ ସାଏ ଛତିଶଗଡ଼ର ଚତୁର୍ଥ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେ ଜଣେ ଆଦିବାସୀ ନେତା। ୧୯୯୦ରୁ ବିଜେପିର ପ୍ରମୁଖ ଆଦିବାସୀ ଚେହେରା ବନିଥିବା ବିଷ୍ଣୁଦେଓ ସାଏ ଦଳର ଅନେକ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି କାର୍ଯ୍ୟ କରିଛନ୍ତି। ତେବେ ଛତିଶଗଡ଼ରେ ବିଜେପିର ବିଜୟ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ?

Related story