ତେଜିଲା ପାରଦୀପ-ହରିଦାସପୁର ରେଳ ଲାଇନ୍ ଶ୍ରେୟ ରାଜନୀତି। ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ଜବାବ ଦେଇଛି ବିଜେପି। ହରିଦାସପୁର- ପାରାଦୀପ ରେଳ ଲାଇନ୍ର ପୂରା ହିସାବ ଦେଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା ଓ ଜିଲ୍ଲା ଉପସଭାପତି ସଞ୍ଜୟ ରଥ। ଉଭୟ କହିଛନ୍ତି, ବିଜେଡି ସରକାର କେବଳ ଭୁଆଁ ବୁଲାଉଛି। ୨୦୦୯-୧୦ ମସିହାରେ ବୈଜୟନ୍ତ ପଣ୍ଡା ରେଳ ମନ୍ତ୍ରାଳୟ, ପୂର୍ବତଟ ରେଳବାଇ ଓ ମୁଖ୍ୟ ଶାସନ ସଚିବଙ୍କ ସହିତ ବାରମ୍ୱାର ଆଲୋଚନା କରିଥିଲେ। ଯେଉଁଥିପାଇଁ ପ୍ରକଳ୍ପ କାର୍ଯ୍ୟ ତ୍ଵରାନିତ ହୋଇଥିଲା। ତେବେ ଏହାକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।