ମାର୍ଚ୍ଚ ୬ରୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଚଳିତମାସ ୬ ତାରିଖରେ ହେବ। ରାଜ୍ୟର ବିଭିନ୍ନ ରାଜନୀତିକ ଓ ସାମାଜିକ ପ୍ରସଙ୍ଗ ସମେତ ଭବିଷ୍ୟତ ରଣନୀତି ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଚଳିତମାସ ୬ ଓ ୭ତାରିଖ ଦୁଇଦିନ ଧରି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ […]

bjp

bjp

Ordigital Desk
  • Published: Tuesday, 02 March 2021
  • Updated: 02 March 2021, 09:06 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଚଳିତମାସ ୬ ତାରିଖରେ ହେବ। ରାଜ୍ୟର ବିଭିନ୍ନ ରାଜନୀତିକ ଓ ସାମାଜିକ ପ୍ରସଙ୍ଗ ସମେତ ଭବିଷ୍ୟତ ରଣନୀତି ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଚଳିତମାସ ୬ ଓ ୭ତାରିଖ ଦୁଇଦିନ ଧରି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକାରିଣୀରେ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଓ ସହପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ଦଳର ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାମିଲ ହେବେ।

ଏହି ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଚରମ ଅବନତି, କେନ୍ଦ୍ରୀୟ ଯୋଜନାରେ ଅନିୟମିତତା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗଗୁଡ଼ିକ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ୫ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story