Advertisment

କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ଜନ ଆଶୀର୍ବାଦ ଯାତ୍ରା

ଏହି ଜନ ଆଶୀର୍ବାଦ ଯାତ୍ରାରେ କେନ୍ଦ୍ରାପଡା ବିଧାୟକ ପ୍ରାର୍ଥୀ ଗୀତାଞ୍ଜଳି ସେଠୀଙ୍କ ସମେତ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

Advertisment

କେନ୍ଦ୍ରାପଡାରେ ବିଜେପିର ଜନ ଆଶୀର୍ବାଦ ଯାତ୍ରା। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର। ଏହି ଜନ ଆଶୀର୍ବାଦ ଯାତ୍ରାରେ କେନ୍ଦ୍ରାପଡା ବିଧାୟକ ପ୍ରାର୍ଥୀ ଗୀତାଞ୍ଜଳି ସେଠୀଙ୍କ ସମେତ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି। ଏହି ଯାତ୍ରାରେ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡା ବ୍ଲକର ତ୍ରିଲୋଚନପୁର ଠାରୁ ହଜାର ହଜାର ସମର୍ଥକ ଏବଂ ଦଳୀୟ କର୍ମକର୍ତ୍ତାଙ୍କ ସହିତ ଏକ ମୋଟର ସାଇକେଲ ରାଲିରେ ବାହାରିଛନ୍ତି । 

Advertisment
Bjp Baijayant Panda Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe