ବିଜେପି କାହିଁକି କହୁଛି 75 ପାର ବୋଲି ? ବିଜେଡି ଭଳି କାହିଁକି ବିଜେପି ଦାବି କରୁନି 100 ପାର ବୋଲି। ଗତଥର ଦଳ ଦାବି କରୁଥିଲା 120 ପ୍ଲସ ଆସନ ବୋଲି । ହେଲେ ଏଥର 75 ପାର କରିବ ବୋଲି କହୁଛି ଦଳ। ଆଉ ଦଳ ମଧ୍ୟ ପ୍ରାୟ 80 ଆସନ ଉପରେ ଅଧିକ ଫୋକସ କରିଥିବା କୁହାଯାଉଛି । ରାଜ୍ୟରେ ପ୍ରାୟ ସବୁ ଲୋକସଭା କ୍ଷେତ୍ରରେ ପ୍ରଧାମନ୍ତ୍ରୀଙ୍କ ବିଶାଳ ସଭା ହେଉ ବା ରୋଡ ସୋ କରୁଛି ଦଳ। ଆଗକୁ ବାକି ଥିବା ଲୋକସଭା କ୍ଷେତ୍ରରେ ମଧ୍ୟ ଦଳ ଏହା କରିବାକୁ ଲକ୍ଷ୍ୟ ରଖିଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
DMK ଶାସନର ଅନ୍ତ ନ ହେବା ଯାଏ ଚପଲ ପିନ୍ଧିବେନି ଆନ୍ନାମଲାଇ: କହିଲେ- ୬ଥର ଜାବୁକ ମାରିହେବି
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିରୁ ଡିଏମକେ ସରକାର ବିପର୍ଯ୍ୟସ୍ତ କରି ଦେଇଥିବା ଅଭିଯୋଗ କରି ଆନ୍ନାମଲାଇ ବଡ଼ ଘୋଷଣା କରିଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?