Advertisment

ରାଜ୍ୟରେ ୫୧ ପ୍ରତିଶତରୁ ଅଧିକ ଭୋଟ ପାଇବୁ

ଦିଲ୍ଲୀରୁ ଫେରି ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କହିଲେ, ଓଡ଼ିଶା ଲୋକ ସରକାର ପରିବର୍ତ୍ତନ ଚାହୁଁଛନ୍ତି ବୋଲି ଦିଲ୍ଲୀ ନେତା ଜାଣିଛନ୍ତି, ରାଜ୍ୟରେ ବିଜେପିର ଡବଲ ଇଞ୍ଜିନ ସରକାର ଆସିବ, ରାଜ୍ୟରେ ୫୧ ପ୍ରତିଶତରୁ ଅଧିକ ଭୋଟ ପାଇବୁ , ବିଜେପିକୁ କ୍ଷମତାରୁ ରୋକିବା ପାଇଁ ବିଜେଡି ଅପପ୍ରଚାର କରୁଛ।

Advertisment

ଦିଲ୍ଲୀରୁ ଫେରି ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କହିଲେ, ଓଡ଼ିଶା ଲୋକ ସରକାର ପରିବର୍ତ୍ତନ ଚାହୁଁଛନ୍ତି ବୋଲି ଦିଲ୍ଲୀ ନେତା ଜାଣିଛନ୍ତି, ବିଜେପିର ଡବଲ ଇଞ୍ଜିନ ସରକାର ଆସିବ, ରାଜ୍ୟରେ ୫୧ ପ୍ରତିଶତରୁ ଅଧିକ ଭୋଟ ପାଇବୁ, ବିଜେପିକୁ କ୍ଷମତାରୁ ରୋକିବା ପାଇଁ ବିଜେଡି ଅପପ୍ରଚାର କରୁଛି।

Advertisment
Bjp Manmohan Samal Odisha Politics
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe