ଦ୍ରୌପଦୀଙ୍କ ବିଜୟ ପାଇଁ ରାଜ୍ୟର ସବୁ ମନ୍ଦିରରେ ଦୀପ ଜାଳିବ ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା କରି ଆସନ୍ତାକାଲି ରାଜ୍ୟର ସମସ୍ତ ଦେବାଳୟରେ ରାଜ୍ୟ ବିଜେପି ପକ୍ଷରୁ ପୂଜାର୍ଚ୍ଚନା କରାଯିବ । ରାଜ୍ୟ ବିଜେପିର ସମସ୍ତ ବରିଷ୍ଠ ନେତୃବୃନ୍ଦ, ବିଧାୟକ,ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ପଦାଧିକାରୀ ଓ କର୍ମକର୍ତ୍ତମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶା ମାଟିର […]

BJP

BJP

Ordigital Desk
  • Published: Saturday, 16 July 2022
  • Updated: 16 July 2022, 10:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା କରି ଆସନ୍ତାକାଲି ରାଜ୍ୟର ସମସ୍ତ ଦେବାଳୟରେ ରାଜ୍ୟ ବିଜେପି ପକ୍ଷରୁ ପୂଜାର୍ଚ୍ଚନା କରାଯିବ । ରାଜ୍ୟ ବିଜେପିର ସମସ୍ତ ବରିଷ୍ଠ ନେତୃବୃନ୍ଦ, ବିଧାୟକ,ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ପଦାଧିକାରୀ ଓ କର୍ମକର୍ତ୍ତମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ।

ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶା ମାଟିର ଗର୍ବ, ଗୌରବ, ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରିଛି । ଆଗାମୀ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବ । ଶ୍ରୀମତୀ ମୁର୍ମୁଙ୍କ ବିଜୟ ପାଇଁ ଆସନ୍ତାକାଲି ୧୭ ତାରିଖରେ ବିଜେପି ଓଡ଼ିଶାର ସମସ୍ତ ମନ୍ଦିର, ଦେବସ୍ଥାନ, ପୂଜାସ୍ଥଳୀରେ ପୂଜାର୍ଚ୍ଚନା କରି ବିଜୟ କାମନା କରିବ ।

ରାଜ୍ୟ ବିଜେପିର ସମସ୍ତ ବରିଷ୍ଠ ନେତୃବୃନ୍ଦ, ବିଧାୟକ, ସାଂସଦ ଓ କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ସହ ପୂର୍ଜାର୍ଚ୍ଚନା କରି ଶ୍ରୀମତୀ ମୁର୍ମୁଙ୍କ ବିଜୟ ପାଇଁ ଭଗବାନକୁ ପ୍ରାର୍ଥନା କରିବେ । ପୁରୀ ଶ୍ରୀଜଗନ୍ନାଥ ମନ୍ଦିରଠାରୁ ଆରମ୍ଭ କରି ଲିଙ୍ଗରାଜ ମହାପ୍ରଭୁ, ମା’ ସମଲେଶ୍ୱରୀ, ତାରାତାରେଣୀ, ଭଦ୍ରକାଳୀ ପ୍ରମୁଖ ମନ୍ଦିରରେ ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ପୂଜାର୍ଚ୍ଚନା ସାରିବା ପାଇଁ କର୍ମକର୍ତ୍ତାଙ୍କୁ ସୂଚନା ଦିଆଯାଇଛି । ଶ୍ରୀମତୀ ମୁର୍ମୁଙ୍କ ବିଜୟ ପାଇଁ ସାରା ଓଡ଼ିଶାର ଜନସାଧାରଣ ଭଗବାନଙ୍କୁ ପ୍ରାର୍ଥନା କରିବା ପାଇଁ ସେ ଅନୁରୋଧ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story