Advertisment

'ଓଡ଼ିଶାରେ ବିଜେପି ୪୫ ପ୍ରତିଶତ ଭୋଟ୍ ପାଇବ'

ଆସନ୍ତା ଲୋକସଭା ନିର୍ବାଚନରେ ଓଡ଼ିଶାରେ ବିଜେପି ଅତିକମରେ ୧୫ଟି ଆସନ ଜିତିବ। ଏହି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

author-image
Manoj Swain

ଆସନ୍ତା ଲୋକସଭା ନିର୍ବାଚନରେ ଓଡ଼ିଶାରେ ବିଜେପି ଅତିକମରେ ୧୫ଟି ଆସନ ଜିତିବ। ଏହି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନୂଆଦିଲ୍ଲୀରେ ଏକ ଜାତୀୟ ଗଣମାଧ୍ୟମର କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଛନ୍ତି। ଧର୍ମେନ୍ଦ୍ର ଆହୁରି କହିଛନ୍ତି, ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ ବିଜେପି ୪୫ ପ୍ରତିଶତ ଭୋଟ୍ ପାଇବ।

Advertisment
Odisha Bjp Dharmendra Pradhan