ଦମ୍ଭ ଦେଲେ ଧର୍ମେନ୍ଦ୍ର ! | Odisha Reporter
Advertisment
ଆସନ୍ତା ଲୋକସଭା ନିର୍ବାଚନରେ ଓଡ଼ିଶାରେ ବିଜେପି ଅତିକମରେ ୧୫ଟି ଆସନ ଜିତିବ। ଏହି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନୂଆଦିଲ୍ଲୀରେ ଏକ ଜାତୀୟ ଗଣମାଧ୍ୟମର କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଛନ୍ତି। ଧର୍ମେନ୍ଦ୍ର ଆହୁରି କହିଛନ୍ତି, ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ ବିଜେପି ୪୫ ପ୍ରତିଶତ ଭୋଟ୍ ପାଇବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us