Advertisment

ହରିୟାଣାରେ ବିଜେପିର ହାଟ୍ରିକ ବିଜୟ

ହରିୟାଣା ବିଧାନସଭା ନିର୍ବାଚନରେ ବିଜୟ ବାନା ଉଡ଼ାଇଛି ବିଜେପି। ଏହାକୁ ମିଶାଇ ଦଳ କ୍ରମାଗତ ତୃତୀୟ ଥର ପାଇଁ ହରିୟାଣାରେ ସରକାର ଗଠନ କରିବାକୁ ଯାଉଛି।

ଅଦ୍ୟତନ ହୋଇଛି
Advertisment

ହରିୟାଣା ବିଧାନସଭା ନିର୍ବାଚନରେ ବିଜୟ ବାନା ଉଡ଼ାଇଛି ବିଜେପି। ଏହାକୁ ମିଶାଇ ଦଳ କ୍ରମାଗତ ତୃତୀୟ ଥର ପାଇଁ ହରିୟାଣାରେ ସରକାର ଗଠନ କରିବାକୁ ଯାଉଛି। ବିଜୟ ଆଶା ରଖିଥିବା କଂଗ୍ରେସ ଏପରି ରେଜଲ୍ଟକୁ ନେଇ ପୂରା ଦୋହଲି ଯାଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bjp Haryana Election Result
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe