ପ୍ରଶାନ୍ତଙ୍କ ପାଇଁ ଉପଜିଲ୍ଲାପାଳଙ୍କ ଅଫିସ ଘେରିଲେ BJP କର୍ମୀ |Protest |MLA Prashant Jagdev\
ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ ଅଭିଯୋଗରେ ଖୋର୍ଦ୍ଧା ଉପ-ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛନ୍ତି ଶତାଧିକ ବିଜେପି କର୍ମୀ। ବିଜେପି କର୍ମୀମାନେ ପ୍ରଶାନ୍ତ ଜଗଦେବଙ୍କୁ ନିସର୍ତ୍ତ ଖଲାସ କରିବାକୁ ଦାବି କରିଛନ୍ତି। ବିନା ସିସିଟିଭି ଫୁଟେଜ୍ ଯାଞ୍ଚରେ କାହିଁକି ପ୍ରଶାନ୍ତ ଜଗଦ୍ଦେବଙ୍କୁ କାହିଁକି ଗିରଫ କରାଗଲା ? ଶୀଘ୍ର ସିସିଟିଭି ଫୁଟେଜ୍ ଯାଞ୍ଚ କରାଯାଉ ଓ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୁଲିସ ଛାଡ଼ି ଦେଉ ବୋଲି ଦାବି କରିଛି ବିଜେପି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
