Advertisment

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ବିରୋଧ କରି ଉପ-ଜିଲ୍ଲାପାଳଙ୍କ ଅଫିସ ଘେରିଲେ ବିଜେପି କର୍ମୀ

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ ଅଭିଯୋଗରେ ଖୋର୍ଦ୍ଧା ଉପ-ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛନ୍ତି ଶତାଧିକ ବିଜେପି କର୍ମୀ।

Advertisment

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ ଅଭିଯୋଗରେ ଖୋର୍ଦ୍ଧା ଉପ-ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛନ୍ତି ଶତାଧିକ ବିଜେପି କର୍ମୀ। ବିଜେପି କର୍ମୀମାନେ ପ୍ରଶାନ୍ତ ଜଗଦେବଙ୍କୁ ନିସର୍ତ୍ତ ଖଲାସ କରିବାକୁ ଦାବି କରିଛନ୍ତି। ବିନା ସିସିଟିଭି ଫୁଟେଜ୍ ଯାଞ୍ଚରେ କାହିଁକି ପ୍ରଶାନ୍ତ ଜଗଦ୍ଦେବଙ୍କୁ କାହିଁକି ଗିରଫ କରାଗଲା ? ଶୀଘ୍ର ସିସିଟିଭି ଫୁଟେଜ୍ ଯାଞ୍ଚ କରାଯାଉ ଓ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୁଲିସ ଛାଡ଼ି ଦେଉ ବୋଲି ଦାବି କରିଛି ବିଜେପି।

Advertisment
Odisha Bjp Protest Prasant Jagadev
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe