Advertisment

ସମୀର ଦାଶଙ୍କୁ କଳାପତାକା ପ୍ରଦର୍ଶନ

ଗୋପ ବ୍ଲକ ଅନ୍ତର୍ଗତ ବଣିଆ ସାହି ପଞ୍ଚାୟତରେ ଜାଉଁଳି ପୋଖରୀ ଉପ-ସ୍ୱାସ୍ଥ୍ୟକେନ୍ଦ୍ରର ଭିତ୍ତିପ୍ରସ୍ତର ପାଇଁ ଯାଇଥିଲେ ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

author-image
Manoj Swain

ଉପ-ସ୍ୱାସ୍ଥ୍ୟକେନ୍ଦ୍ରର ନିର୍ମାଣକୁ ନେଇ ନିମାପଡ଼ା ବିଧାୟକ ତଥା ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ବିଜେପି ପକ୍ଷରୁ କଳା ପତାକା ପ୍ରଦର୍ଶନ । ଗୋପ ବ୍ଲକ ଅନ୍ତର୍ଗତ ବଣିଆ ସାହି ପଞ୍ଚାୟତରେ ଜାଉଁଳି ପୋଖରୀ ଉପ-ସ୍ୱାସ୍ଥ୍ୟକେନ୍ଦ୍ରର ଭିତ୍ତିପ୍ରସ୍ତର ପାଇଁ ଯାଇଥିଲେ ବିଧାୟକ ।

Advertisment
Odisha