Advertisment

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା; ଡିଜିପି ଅଫିସ୍ ଘେରିଲା ବିଜେପି ଯୁବ ମୋର୍ଚ୍ଚା

ଏହି ଘଟଣାକୁ ନେଇ ଚାନ୍ଦବାଲିର ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କୁ ଗିରଫ ଦାବି କରିଛନ୍ତି ଆଠଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ଅଭୟ ବାରିକ।

ଅଦ୍ୟତନ ହୋଇଛି
Advertisment

କଟକ: ଡିଜିପି ଅଫିସ୍ ଘେରିଲା ବିଜେପି ଯୁବ ମୋର୍ଚ୍ଚା। ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଡିଜିପି ଅଫିସ୍‌ ଘେରିଲେ। ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ। ଏହି ଘଟଣାକୁ ନେଇ ଚାନ୍ଦବାଲିର ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କୁ ଗିରଫ ଦାବି କରିଛନ୍ତି ଆଠଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ଅଭୟ ବାରିକ। ସୂଚନାଯୋଗ୍ୟ ଯେ, ଗତ ୩୦ ତାରିଖ ଦିନ ଅଭିଳାଷ ପଣ୍ଡା ପ୍ରଚାର ସାରି ୪୦ରୁ ୫୦ ଜଣ କର୍ମୀଙ୍କ ସହ ଫେରୁଥିବା ବେଳେ ଚାନ୍ଦବାଲି ସସିତାଦେଇପୁର ନିକଟରେ ୧୦୦ଅଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।

Advertisment
Cuttack Bjp Odisha Protest
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe