ଦିନେ ନାହିଁ କି କାଳେ ନାହିଁ ଗହ୍ମା ପୂନେଇରେ ମାଇଁ ମାଇଁ । ଅର୍ଥାତ୍ ନିର୍ବାଚନ ପାଖେଇ ଆସିଲା ବେଳକୁ ସରକାର ଯୋଜନାର ବର୍ଷା କରୁଛନ୍ତି । ଆଶାକର୍ମୀଙ୍କ ଠାରୁ ଆରମ୍ଭ କରି ଏସଏଚଜି ମହିଳା, ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ମମତା । ଯୋଜନା ନାଁରେ ଭୋଟ୍ ହାତେଇବାକୁ ସରକାରଙ୍କର ଏକ ବଡ଼ ଯୋଜନା ବୋଲି ସାଧାରଣ ଲୋକେ କହୁଛନ୍ତି । ଏହାକୁ ନେଇ ଓଡିଶା ରିପୋର୍ଟରର କାର୍ଯ୍ୟକ୍ରମ ସୋସିଆଲ ଡିବେଟ୍ରେ ଆଲୋଚନା, ‘ଭୋଟ୍ ପାଇଁ ଲାଞ୍ଚ ! ‘। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ନବୀନ କିଂକର୍ତ୍ତବ୍ୟବିମୂଢ଼: କମିଟିରେ ପାଣ୍ଡିଆନମାର୍କାଙ୍କ ଦବଦବା, ଖଣି ଜିଲ୍ଲାରେ ବବିଙ୍କ ଅନୁଗତ
୧୭ତାରିଖ ସୁଦ୍ଧା ୮୧ଜଣିଆ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଘୋଷଣା ହେବ ଓ ୧୯ରେ ରାଜ୍ୟ ପରିଷଦର ସ୍ୱତନ୍ତ୍ର ବୈଠକ ବସି ନବୀନଙ୍କୁ ନବମ ଥର ସଭାପତି ପଦରେ ଅବସ୍ଥାପିତ କରାଯିବ ବୋଲି ସୂଚନା ମିଳିଛି ।

Politics
କେତେ ସଫଳ ହେବ ବିଜେପି-ଏଆଇଏଡିଏମକେ ମେଣ୍ଟ?
ଉଭୟ ଦଳ ମେଣ୍ଟ କରି କ’ଣ ପାଇବାକୁ ଓ କ’ଣ ପ୍ରମାଣିତ କରିବାକୁ ଚାହୁଁଛନ୍ତି?

Politics
ବିସ୍ଫୋରକ ସ୍ଥିତିରେ ବିଜେଡି: ପୁରୁଖାଙ୍କୁ ନାଲିଆଖି ଦେଖାଇ ସୁଜାତାଙ୍କ ହାତରେ ସଂଗଠନ ଟେକିଦେବେ କି ନବୀନ?
ଦଳର ୨୪ବର୍ଷ ଶାସନର ଅପ୍ରତ୍ୟାଶିତ ଅନ୍ତର ପ୍ରମୁଖ କାରଣ ସାଜିଥିବା ପାଣ୍ଡିଆନଙ୍କୁ ଦୀର୍ଘ ୧୦ମାସ ଧରି ନବୀନ ନିଜ ପାଖରୁ କାହିଁକି ଦୂରେଇପାରୁନାହାନ୍ତି ଓ ପାଣ୍ଡିଆନଙ୍କୁ କ୍ଲିନଚିଟ୍ ଦେବାକୁ ଯାଇ କିଭଳି ମିଛ କହିବାକୁ ପଛାଉନାହାନ୍ତି ତାହା ଦଳୀୟ ମହଲରେ ନାନାଦି ଚର୍ଚ୍ଚାକୁ ଖୋରାକ ଯୋଗାଇଥିବାବେଳେ ଦଳୀୟ ସଂଗଠନରେ ପାଣ୍ଡିଆନମାର୍କା ନେତାମାନଙ୍କ ପ୍ରଭାବ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ।

Politics
ପୁଣି ପାଣ୍ଡିଆନଙ୍କ ପାଇଁ ଢାଲ ହେଲେ ନବୀନ: ବିଜେଡିରେ ଅରାଜକତା, ମେଳିକୁ ମିଳିଲା ବଳ, ବିଭାଜନ ଆସନ୍ନ
ପାଣ୍ଡିଆନଙ୍କୁ ନେଇ ଦଳରେ ବଢ଼ୁଥିବା ଅସନ୍ତୋଷ ଓ ମେଳିକୁ ଦେଖି ଆଜି ସନ୍ଧ୍ୟାରେ ନବୀନ ନାଟକୀୟ ଢଙ୍ଗରେ ଦୁଇଟି ଜାତୀୟ ନ୍ୟୁଜ ଏଜେନ୍ସୀକୁ ଡକାଇ ବୟାନ ଦେଇଛନ୍ତି ।