Advertisment

ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର: ରାଜସ୍ୱ ମନ୍ତ୍ରୀ

ମାଟିରେ ମିଶିବ ବେଆଇନ୍ ନିର୍ମାଣ। ଜବରଦଖଲକାରୀଙ୍କୁ ଏମିତି କଡ଼ା ଚେତାବନୀ ଶୁଣାଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

author-image
Manoj Swain

ଜବରଦଖଲକାରୀଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଚେତାବନୀ। କହିଲେ, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ। ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା, ଏବେ ବଡ଼ ବଡ଼ିଆଙ୍କ ଘର ଭଙ୍ଗାହେବ ।

Advertisment
Odisha Suresh Pujari Land Scam