‘ବଡ଼ ବଡ଼ କୋଠାରେ ଲାଗିବ ବୁଲଡୋଜର’ | Odisha Reporter
Advertisment
ଜବରଦଖଲକାରୀଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଚେତାବନୀ। କହିଲେ, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ। ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା, ଏବେ ବଡ଼ ବଡ଼ିଆଙ୍କ ଘର ଭଙ୍ଗାହେବ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us