ରାଜଧାନୀ ଭୁବନେଶ୍ୱରରେ କାର୍ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ପାଣିଗ୍ରାହୀ ଏବଂ ରଶ୍ମିତା ଦାସ ଆଜି ବିଜେପିରେ ସାମିଲ ହୋଇଛନ୍ତି। ଏଣିକି କାର-ଖାନାରେ ହେବ ବିଜେପିର ପ୍ରଚାର। ବରିଷ୍ଠ ବିଜେପି ନେତା ସମୀର ମହାନ୍ତି, ବସନ୍ତ ପଣ୍ଡା ଓ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ଉଭୟ ପଦ୍ମ ଧରିଛନ୍ତି। ବିଜେପିରେ ସାମିଲ ହେବା ପରେ ନେହା କହିଛନ୍ତି ତାଙ୍କର ପିଲାଟି ଦିନରୁ ରାଜନୀତି ପ୍ରତି ଦୁର୍ବଳତା ଥିଲା। ତାଙ୍କ ମା’ ରାଜନୀତିରେ ଜଡ଼ିତ ଥିଲେ। କିନ୍ତୁ ସେ କୌଣସି ଦଳରେ ନଥିଲେ। ଆଜି ତାଙ୍କ ମା’ଙ୍କ ସ୍ୱପ୍ନ ପୁରଣ ହୋଇଛି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।