Advertisment

କେନ୍ଦ୍ରାପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ

କେନ୍ଦ୍ରାପଡ଼ାରେ ବିଜେପି ପକ୍ଷରୁ ବିରାଟ ଶୋଭାଯାତ୍ରା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା ବିଜୟ ଉତ୍ସବରେ ସାମିଲ ହୋଇଛନ୍ତି।

author-image
Manoj Swain

କେନ୍ଦ୍ରାପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ ସହ ବିଜୟ ଉତ୍ସବ ପାଳନ।  ୩ଟି ରାଜ୍ୟରେ ବିଜେପିର ଦମଦାର ବିଜୟ ପରେ ଓଡ଼ିଶାରେ ସେଲିବ୍ରେସନ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା ବିଜୟ ଉତ୍ସବରେ ସାମିଲ ହୋଇଛନ୍ତି।

Advertisment
Odisha Bjp Kendrapada Election Results