କେନ୍ଦ୍ରାପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ

କେନ୍ଦ୍ରାପଡ଼ାରେ ବିଜେପି ପକ୍ଷରୁ ବିରାଟ ଶୋଭାଯାତ୍ରା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା ବିଜୟ ଉତ୍ସବରେ ସାମିଲ ହୋଇଛନ୍ତି।

Manoj Swain
  • Published: Monday, 04 December 2023
  • Updated: 04 December 2023, 01:22 PM IST

କେନ୍ଦ୍ରାପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ ସହ ବିଜୟ ଉତ୍ସବ ପାଳନ।  ୩ଟି ରାଜ୍ୟରେ ବିଜେପିର ଦମଦାର ବିଜୟ ପରେ ଓଡ଼ିଶାରେ ସେଲିବ୍ରେସନ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା ବିଜୟ ଉତ୍ସବରେ ସାମିଲ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos