କେନ୍ଦ୍ର ଦେଇଥିବା ଅଗ୍ରୀମ ୬୪୧କୋଟି ଟଙ୍କାର ସଦୁପଯୋଗ କରାଯାଉ: ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ୟାସ’ରେ ପ୍ରଭାବିତଙ୍କ ପାଇଁ କେନ୍ଦ୍ର ସରକାର ଦେଇଥିବା ଅଗ୍ରୀମ ୬୪୧.୬ କୋଟି ଟଙ୍କାକୁ ଓଡ଼ିଶା ସରକାର ସଦୁପଯୋଗ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସଡ଼ିଆରଏଫ)ରୁ ଓଡିଶାକୁ କେନ୍ଦ୍ରୀୟ ଅଂଶର ପ୍ରଥମ କିସ୍ତି ଭାବେ ମେ’ ୧ରେ ଅଗ୍ରୀମ ୬୪୧.୬ କୋଟି ଟଙ୍କା ଦିଆଯାଇଛି। ସାମୁଦ୍ରିକ ବାତ୍ୟା ‘ୟାସ୍‌’ ଦ୍ୱାରା ଓଡ଼ିଶାରେ ଉଭୟ ଜୀବନଜୀବିକା […]

dharmendra-pradhan

dharmendra-pradhan

Ordigital Desk
  • Published: Wednesday, 26 May 2021
  • Updated: 26 May 2021, 10:23 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ୟାସ’ରେ ପ୍ରଭାବିତଙ୍କ ପାଇଁ କେନ୍ଦ୍ର ସରକାର ଦେଇଥିବା ଅଗ୍ରୀମ ୬୪୧.୬ କୋଟି ଟଙ୍କାକୁ ଓଡ଼ିଶା ସରକାର ସଦୁପଯୋଗ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସଡ଼ିଆରଏଫ)ରୁ ଓଡିଶାକୁ କେନ୍ଦ୍ରୀୟ ଅଂଶର ପ୍ରଥମ କିସ୍ତି ଭାବେ ମେ’ ୧ରେ ଅଗ୍ରୀମ ୬୪୧.୬ କୋଟି ଟଙ୍କା ଦିଆଯାଇଛି। ସାମୁଦ୍ରିକ ବାତ୍ୟା ‘ୟାସ୍‌’ ଦ୍ୱାରା ଓଡ଼ିଶାରେ ଉଭୟ ଜୀବନଜୀବିକା ପ୍ରଭାବିତ ହୋଇଛି। ଜୀବନଜୀବିକା ଏବଂ ଅର୍ଥନୀତି ଉପରେ ବାତ୍ୟାର ପ୍ରଭାବ ପଡ଼ିଥିବାରୁ ଓଡ଼ିଶା ସରକାର ବାତ୍ୟା ଦ୍ୱାରା ପ୍ରଭାବିତ ଲୋକଙ୍କୁ ରିଲିଫ, ଉଦ୍ଧାର, ପୁନରୁଦ୍ଧାର ଓ ଆନୁଷଙ୍ଗିକ ସହାୟତା ପାଇଁ ଏହି ପାଣ୍ଠିର ସୁଦୂପଯୋଗ କରିବେ ବୋଲି ସେ ଦୃଢ଼ ଆଶାବ୍ୟକ୍ତ କରିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଓଡ଼ିଶାବାସୀଙ୍କ ସୁରକ୍ଷା ଏବଂ କଲ୍ୟାଣ ପାଇଁ ପ୍ରତିଶ୍ରୁତିବଦ୍ଧ। ଏହି ଆର୍ଥିକ ସହାୟତା ଓଡ଼ିଶା ସରକାରଙ୍କୁ ବାତ୍ୟାର ପରବର୍ତ୍ତୀ ସମୟରେ ଜୀବନଜୀବିକାକୁ ପୁନରୁଦ୍ଧାର କରିବାରେ ନିରନ୍ତର ସହଯୋଗ କରିବ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ପରାମର୍ଶ କ୍ରମେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓଡ଼ିଶାକୁ ମଇ ୧ରେ ଏସଡ଼ିଆରଏଫ ପାଣ୍ଠିରୁ କେନ୍ଦ୍ରୀୟ ଅଂଶର ପ୍ରଥମ କିସ୍ତି ଭାବରେ ଅଗ୍ରୀମ ୬୪୧.୬ କୋଟି ଟଙ୍କା ପ୍ରଦାନ କରିଥିଲେ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ବାତ୍ୟା ଲ୍ୟାଣ୍ଡଫଲ କରିବା ପରେ ରାଜ୍ୟ ବିଜେପି ନେତୃବୃନ୍ଦଙ୍କ ସହ ସ୍ଥିତିର ସମୀକ୍ଷା କରିଥିଲେ। ବାତ୍ୟା ପ୍ରଭାବିତ ଅଂଚଳବାସୀଙ୍କୁ ସହାୟତା ଓ ପ୍ରଶାସନକୁ ସହଯୋଗର ହାତ ବଢ଼ାଇବାକୁ ସେ କର୍ମକର୍ତ୍ତାମାନଙ୍କୁ ନୁରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story