Advertisment

ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି

ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଜୟନାରାୟଣ ମିଶ୍ରଙ୍କ ପ୍ରତିକ୍ରିୟା। କହିଲେ, ଘଟଣାର ୨୪ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ନିଦ ଭାଙ୍ଗିଲା, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି, ମୁଖ୍ୟମନ୍ତ୍ରୀ ମିଛ କହିଲେ।

author-image
Manoj Swain

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଜୟନାରାୟଣ ମିଶ୍ରଙ୍କ ପ୍ରତିକ୍ରିୟା। କହିଲେ, ଘଟଣାର ୨୪ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ନିଦ ଭାଙ୍ଗିଲା, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି, ମୁଖ୍ୟମନ୍ତ୍ରୀ ମିଛ କହିଲେ।

Advertisment
Naveen Patnaik Jaynarayan Mishra Naba Das Murder