ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଜୟନାରାୟଣ ମିଶ୍ରଙ୍କ ପ୍ରତିକ୍ରିୟା। କହିଲେ, ଘଟଣାର ୨୪ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ନିଦ ଭାଙ୍ଗିଲା, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି, ମୁଖ୍ୟମନ୍ତ୍ରୀ ମିଛ କହିଲେ।