Advertisment

ଜିଲ୍ଲାପାଳଙ୍କୁ କଣ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ?

ଆଜି ଲୋକସେବା ଭବନର କନଭେନସନ ହଲ୍‌ରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଛନ୍ତି।

Advertisment

ଆଜି ଲୋକସେବା ଭବନର କନଭେନସନ ହଲ୍‌ରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରି କହିଛନ୍ତି, ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରନ୍ତୁ ଜିଲ୍ଲାପାଳ। ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରନ୍ତୁ, ଯଦି କିଛି ଅନିୟମିତତା ହେଉଛି ଦେଖୁଛନ୍ତି, ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। ଏଥିସହ ପୂର୍ବ ସରକାର ବେଳେ ହୋଇଥିବା ଦୁର୍ନୀତିର ଜିଲ୍ଲାପାଳ ତଦନ୍ତ କରନ୍ତୁ। ଗଣମାଧ୍ୟମ, ସୋଶାଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Advertisment
Odisha CM Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe