ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ। ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ।
Also Read
ସେହିପରି ସୀମାନ୍ତ ପଡ଼ୋଶୀ ଜିଲ୍ଲା ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର ବିଜେପିର ବରିଷ୍ଠ ନେତା, ସାଂସଦ, ବିଧାୟକ ବି ଝାଡ଼ଖଣ୍ଡ ଯିବେ ବୋଲି ସୂଚନା ମିଳିଛି।
ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ପ୍ରାକ୍ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।