ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝାଡ଼ଖଣ୍ଡରେ ହେବାକୁ ନିର୍ବାଚନ ଲାଗି ପ୍ରଚାର କରିବେ। ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ।
ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି।
Also Read
ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଚାଇଁବାସାର କୋଲ୍ ହାନ୍ ଯାଇ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଗୁଳିକାଣ୍ଡ ପଛରେ 'ଷଡ଼ଯନ୍ତ୍ର' ଥିବା କହିଲେ କେଜ୍ରିୱାଲ, ବର୍ଷିଲା ବିଜେପି
ସୁଖବୀର ସିଂହ ବାଦଲଙ୍କ ଉପରକୁ ଗୁଳିମାଡ଼ ଉଦ୍ୟମକୁ ନେଇ ତେଜିଲା ରାଜନୀତି। ଦିଲ୍ଲୀ ଓ ପଞ୍ଜାବରେ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ମୁହାଁମୁହିଁ ଆମ୍ ଆଦମୀ ପାର୍ଟି ଓ ବିଜେପି।
Politics
ଖାଲି ପାଇପ ବିଛାଇ ପଳାଇଛନ୍ତି ଠିକାଦାର
ଯେଉଁ ଠିକାଦାରଙ୍କ ସହିତ ବିଜେଡି ସରକାର ବୁଝାମଣାପତ୍ର ସ୍ୱାକ୍ଷର କରିଥିଲେ, ସେଥିରୁ ୫୮ ପ୍ରତିଶତ ଟଙ୍କା ଉଠାଇ ପଳାଇଛନ୍ତି।
Politics
ରାହୁଲଙ୍କ ସମ୍ଭଲ ଯାତ୍ରା ଅସଫଳ ହେବା ପରେ ତେଜିଲା ରାଜନୀତି
ବିଜେପି ଓ ଆରଏସଏସ ସମ୍ବିଧାନକୁ ଭାଙ୍ଗିବାରେ ବ୍ୟସ୍ତ ବୋଲି କହିଲେ ଖଡଗେ। ଆରଜି କର ମାମଲାରେ କୋଲକାତା କାହିଁ ଗଲେନି ପଚାରିଲା ବିଜେପି।
Politics
କିଏ ଏହି ମହିଳା? କାହିଁକି ରହୁଛନ୍ତି ରାଷ୍ଟ୍ରପତିଙ୍କ ପାଖେ ପାଖେ?
ରାଷ୍ଟ୍ରପତିଙ୍କ ସୁରକ୍ଷା ଟିମ୍ରେ ଥିବା ଲେଡି ଅଧିକାରୀଙ୍କୁ ନେଇ ଚର୍ଚ୍ଚା।
Politics
ବିଜେପିକୁ କ’ଣ ବୁମେରାଂ ହେବ?
‘ଆମ ଦଳ ଅତୀତରେ କିଛି ଭୁଲ କରିଛି। ସେ ଦଳରେ ଟିକେଟ ପାଇଥିବା କିଛି ବିଧାୟକ ପ୍ରାର୍ଥୀଙ୍କୁ ଆଣି ଆମ ଦଳ ଟିକେଟ ଦେଇଥିଲା। ସେମାନେ ବର୍ତ୍ତମାନ ଆମ ସାଂସଦମାନଙ୍କୁ ନେଇ ଯାଉଛନ୍ତି। ଏହା ଉଭୟ ଦଳ ପାଇଁ କ୍ଷତିକାରକ।’