Advertisment

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

ଅଦ୍ୟତନ ହୋଇଛି
mohan charan majhi

mohan charan majhi

Advertisment

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝାଡ଼ଖଣ୍ଡରେ ହେବାକୁ ନିର୍ବାଚନ ଲାଗି ପ୍ରଚାର କରିବେ। ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ।

Advertisment

ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଚାଇଁବାସାର କୋଲ୍ ହାନ୍ ଯାଇ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହୋଇଥିଲେ।

Advertisment
Mohan Majhi Cmo Of Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe