Advertisment

ଜଗଦେବଙ୍କୁ ବୁଲେଇକି ପିଟିଦେଲା ବିଜେଡି !

ବିଜେଡିରୁ ବହିଷ୍କୃତ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୀର୍ବାଦରେ ବିଜେପିରେ ମିଶିବାକୁ ପ୍ରସ୍ତୁତ ହେଉଛନ୍ତି । ବିଜେପି ନେତାଙ୍କୁ ଆକ୍ରମଣ ଓ ଗୁଣ୍ଡାଗର୍ଦ୍ଦି ପାଇଁ ଯେଉଁ ପ୍ରଶାନ୍ତଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା ଏବେ ତାଙ୍କୁ ବିଜେପି କୋଳେଇ ନେବାକୁ ଯାଉଛି ବୋଲି ବିଜେଡି ଅଭିଯୋଗ କରିଛି ।

Advertisment

ବିଜେଡିରୁ ବହିଷ୍କୃତ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୀର୍ବାଦରେ ବିଜେପିରେ ମିଶିବାକୁ ପ୍ରସ୍ତୁତ ହେଉଛନ୍ତି । ବିଜେପି ନେତାଙ୍କୁ ଆକ୍ରମଣ ଓ ଗୁଣ୍ଡାଗର୍ଦ୍ଦି ପାଇଁ ଯେଉଁ ପ୍ରଶାନ୍ତଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା ଏବେ ତାଙ୍କୁ ବିଜେପି କୋଳେଇ ନେବାକୁ ଯାଉଛି ବୋଲି ବିଜେଡି ଅଭିଯୋଗ କରିଛି । ଆଉ ବିଜେଡି ମୁଖପାତ୍ରଙ୍କର ଏଭଳି ବୟାନ ପରେ ବିଜେପି ପ୍ରତିକ୍ରିୟାଶୀଳ ହୋଇ କହିଛି ଯେ, ନିଜ ଗୁମାସ୍ତାଙ୍କୁ ଖୁସି କରିବା ପାଇଁ ଏଭଳି କପୋଳକଳ୍ପିତ ଗପ କହୁଛି । ବିଜେଡି ମୁଖପାତ୍ରଙ୍କ ଅବସ୍ଥା ମିଛୁଆରାଧୁଆ ଭଳି ହେବ ବୋଲି ବିଜେପି କହିଛି । 

Advertisment
Odisha BjD Bjp Prashant Jagdev
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe