ଏମିତି ତ ଜଗତସିଂହପୁରରେ ଫାଟ ଥିଲା ପ୍ରବଳ। ସବୁ ଥିଲେ ଅସମ୍ଭାଳ। ସମସ୍ତେ ଚାହୁଁଛନ୍ତି କେମିତି ଖଣ୍ଡେ ଟିକେଟ୍ ପାଇବେ। ଆଉ ଏହାସହ ଯୋଡ଼ି ହୋଇଗଲେ ଚିରଞ୍ଜୀବ ବିଶ୍ବାଳ। ଚିରଞ୍ଜୀବଙ୍କ ପାଇଁ ବିଜେଡି ଏବେ ଅଡୁଆରେ ବୋଲି ଚର୍ଚ୍ଚା ହେଉଛି। କାରଣ, ଯଦି ଜଗତସିଂହପୁର ଆସନ ଚିରଞ୍ଜୀବଙ୍କୁ ଦେବେ ତେବେ ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସଙ୍କର କଣ ହେବ। ସେହିପରି ଏହି ଆସନରୁ ବର୍ତ୍ତମାନ ବିଧାୟକ ଥିବା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କର କଣ ହେବ। ତାଙ୍କୁ କେଉଁଠି ଆଡଜଷ୍ଟ କରିବ ଦଳ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।
Politics
ରାଜ୍ୟରେ ୫ବର୍ଷରେ ୨ଗୁଣ ବଢ଼ିବ ଏମବିବିଏସ୍ ସିଟ୍ : ସ୍ୱାସ୍ଥ୍ୟମନ୍ତ୍ରୀ
ଆଜି ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି ।