ରାହୁଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୦ ପ୍ରଶ୍ନ

କ୍ଷମତା ଲୋଭରେ ଅନ୍ଧ ହୋଇଯାଇଛି କଂଗ୍ରେସ । କ୍ଷମତା ପାଇଁ ଦେଶରେ ଅରାଜକତା, ବିଶୃଙ୍ଖଳା, ଅସ୍ଥିରତା, ବିଦ୍ୱେଷ ସୃଷ୍ଟି କରିବାକୁ କଂଗ୍ରେସ ଆଦୌ ପଛଘୁଂଚା ଦିଏ ନାହିଁ । ଦେଶ ବିଭାଜନକାରୀ ଓ ରାଷ୍ଟ୍ରବିରୋଧୀ ତତ୍ୱ ସହ ହାତ ମିଳାଇ ବାରମ୍ବାର ଦେଶବାସୀଙ୍କ ସ୍ୱାର୍ଥ ଓ ରାଷ୍ଟ୍ରର ସୁରକ୍ଷାକୁ ବିପଦରେ ପକାଇଛି ।

Mohan Majhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Ordigital Desk
  • Published: Saturday, 24 August 2024
  • Updated: 24 August 2024, 10:46 PM IST

Sports

Latest News

ଜଳ ବିନା ମାଛ ଯେଭଳି ଠିକ୍ ସେମିତି କ୍ଷମତା ବିନା କଂଗ୍ରେସ ଦଳ । କ୍ଷମତାରେ ରହିବା ପାଇଁ କଂଗ୍ରେସ ଯେକୌଣସି ସ୍ତରକୁ ଯାଇପାରେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ଭାଷାରେ ସମାଲୋଚନା କରିଛନ୍ତି । ସେ ଜାମ୍ମୁ କାଶ୍ମୀର ପ୍ରସଙ୍ଗରେ କଂଗ୍ରେସର ଆଭିମୁଖ୍ୟ ଦେଶବାସୀଙ୍କ ପାଖରେ ସ୍ପଷ୍ଟ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ୧୦ଟି ପ୍ରଶ୍ନ ପଚାରିଛନ୍ତି ।

ଶ୍ରୀ ମାଝୀ କହିଛନ୍ତି ଯେ, କ୍ଷମତା ଲୋଭରେ ଅନ୍ଧ ହୋଇଯାଇଛି କଂଗ୍ରେସ । କ୍ଷମତା ପାଇଁ ଦେଶରେ ଅରାଜକତା, ବିଶୃଙ୍ଖଳା, ଅସ୍ଥିରତା, ବିଦ୍ୱେଷ ସୃଷ୍ଟି କରିବାକୁ କଂଗ୍ରେସ ଆଦୌ ପଛଘୁଂଚା ଦିଏ ନାହିଁ । ଦେଶ ବିଭାଜନକାରୀ ଓ ରାଷ୍ଟ୍ରବିରୋଧୀ ତତ୍ୱ ସହ ହାତ ମିଳାଇ ବାରମ୍ବାର ଦେଶବାସୀଙ୍କ ସ୍ୱାର୍ଥ ଓ ରାଷ୍ଟ୍ରର ସୁରକ୍ଷାକୁ ବିପଦରେ ପକାଇଛି । ଏପରିକି ଦେଶର ସୁରକ୍ଷା, ସାର୍ବଭୌମତ୍ୱ ଏବଂ ଏକତାକୁ ବିପଦରେ ପକାଇଛି । ନିଜ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ  ଅବଦୁଲ୍ଲା ପରିବାର ଦ୍ୱାରା ପରିଚାଳିତ ‘ନ୍ୟାସନାଲ କନଫରେନ୍ସ’ ସହ ଆଗାମୀ ଜାମ୍ମୁ ଓ କାଶ୍ମୀର ବିଧାନସଭା ନିର୍ବାଚନରେ ମେଂଟ କରି ବହୁ ପ୍ରଶ୍ନବାଚୀ ସୃଷ୍ଟି କରିଛି । ନ୍ୟାସନାଲ କନଫରେନ୍ସ ନିଜ ନିର୍ବାଚନ ଇସ୍ତାହାରରେ ଦେଇଥିବା ପ୍ରତିଶ୍ରୁତି ପ୍ରସଙ୍ଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଶବାସୀଙ୍କୁ ସ୍ପଷ୍ଟୀକରଣ ଦେବା ଉଚିତ୍ ବୋଲି କହିବା ସହ ଶ୍ରୀ ମାଝୀ ୧୦ ଟି ପ୍ରଶ୍ନ ପଚାରିଛନ୍ତି ।

୧ - ‘ଏକ ଦେଶ ଦୋ ନିଶାନ’  ଜାମ୍ମୁ ଓ କାଶ୍ମୀରରେ ପୃଥକ ପତାକା ପାଇଁ ନ୍ୟାସନାଲ କନଫରେନ୍ସର ପ୍ରତିଶ୍ରୁତିକୁ କଂଗ୍ରେସ ସମର୍ଥନ କରୁଛି କି ?

୨-  ଜାମ୍ମୁ ଓ କାଶ୍ମୀରରେ ପୁଣି ଥରେ ଧାରା ୩୭୦ ଓ ୩୫ (କ)ର ପୁନଃସ୍ଥାପିତ କରିବାକୁ ନ୍ୟାସନାଲ କନଫରେନ୍ସର ପ୍ରତିଶ୍ରୁତିକୁ କଂଗ୍ରେସ ସମର୍ଥନ କରୁଛି କି ?

୩- ଜାମ୍ମୁ ଓ କାଶ୍ମୀରରେ ପୁଣି ଥରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି କରି, ଅଶାନ୍ତ ବାତାବରଣ ସୃଷ୍ଟି କରାଯିବାକୁ ସମର୍ଥନ କରୁଛି କି?

୪-ଜାମ୍ମୁ ଓ କାଶ୍ମୀରବାସୀଙ୍କ ସହ କଥାବାତ୍ତା ହୋଇ ଶାନ୍ତି ସୌହାର୍ଦ୍ଧ୍ୟ ପ୍ରତିଷ୍ଠା ବଦଳରେ ଚରମ ଶତ୍ରୁ ପାକିସ୍ଥାନ ସହ କଥାବାର୍ତା କରି ବିଛିନ୍ନତାବାଦୀଙ୍କୁ ପ୍ରୋତ୍ସାହନ ଦେବା ପ୍ରତି କଂଗ୍ରେସର ସମର୍ଥନ ଅଛି କି ?

୫- ପାକିସ୍ଥାନ ସହିତ ବ୍ୟବସାୟ ସମ୍ପର୍କ ଆରମ୍ଭ କରିବା ଆଳରେ ସୀମାରେ ଆତଙ୍କବାଦ କାର୍ଯ୍ୟକଳାପର ପ୍ରୋତ୍ସାହନକୁ କଂଗ୍ରେସ ସମର୍ଥନ କରୁଛି କି ?

୬- ସେନା ଉପରକୁ ପଥର ମାଡ଼ କାର୍ଯ୍ୟରେ ସଂପୃକ୍ତ ଲୋକ ଓ ଆତଙ୍କବାଦୀ ଏବଂ ସେମାନଙ୍କ ପରିବାରର ସଦସ୍ୟମାନଙ୍କୁ ସରକାରୀ ଚାକିରୀ ଦେବା ନ୍ୟାସନାଲ କନଫରେନ୍ସର ନିଷ୍ପତ୍ତିକୁ କଂଗ୍ରେସ  ସମର୍ଥନ କରୁଛି କି ?

୭- ଦଳିତ, ଗୁଜ୍ଜର, ବକରବାଲ ଓ ପାହାଡ ଅଂଚଳ ବାସିନ୍ଦାଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାକୁ ସମାପ୍ତ କରି ତାଙ୍କ ପ୍ରତି ଅନ୍ୟାୟ କରିବାକୁ ଯାଉଛି ନ୍ୟାସନାଲ କନଫରେନ୍ସ । ଏହାକୁ କଂଗ୍ରେସ ଦଳ ସମର୍ଥନ କରୁଛି କି ?

୮-‘ଶଙ୍କରାଚାର୍ଯ୍ୟ ପର୍ବତ’କୁ ‘ତକ୍ତ-ଏ-ସୁଲେମାନ’ ଏବଂ ‘ହରି ପର୍ବତ’କୁ ‘କୋହ-ଏ-ମାରନ’ ନାମରେ ପରିଣତ କରିବାର ନ୍ୟାସନାଲ କନଫରେନ୍ସର ଚକ୍ରାନ୍ତକୁ କଂଗ୍ରେସର ସମର୍ଥନ ରହିଛି କି ?

୯- ଜାମ୍ମୁ-କାଶ୍ମୀରର ଅର୍ଥ ବ୍ୟବସ୍ଥାକୁ ପୁନର୍ବାର ଦୁର୍ନୀତି ମଧ୍ୟକୁ ଠେଲି ଦେଇ ଏକ ପାକିସ୍ଥାନ ସମର୍ଥିତ ଏକ ନିର୍ଦ୍ଦଷ୍ଟ ପରିବାରକୁ ହସ୍ତାନ୍ତର କରିବା ରାଜନୀତିକୁ କଂଗ୍ରେସ ସମର୍ଥନ କରୁଛି କି ?

୧୦- ଜାମ୍ମୁ ଏବଂ ଘାଟି ଅଂଚଳବାସିନ୍ଦାଙ୍କ ମଧ୍ୟରେ ଭେଦଭାବ କରି ଅସ୍ଥିରତା ସୃଷ୍ଟି କରିବା ଏବଂ ଜାମ୍ମୁ ଓ କାଶ୍ମୀରକୁ ସ୍ୱାୟତ୍ୱତା ପ୍ରଦାନ କରି ନ୍ୟାସନାଲ କଂଗ୍ରେସର ବିଭାଜନକାରୀ ରାଜନୀତିକୁ କଂଗ୍ରେସ ସମର୍ଥନ କରୁଛି କି ?

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story